-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୋନପୁର ସୁବର୍ଣ୍ଣମେରୁ ସ୍ଥିତ ମହାକାଳୀ ପୀଠ ରେ କାଳୀ ପୂଜା ଓ ଚଣ୍ଡିଯଜ୍ଞ ଅନୁଷ୍ଠିତ

01-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସୁବର୍ଣ୍ଣମେରୁ ମନ୍ଦିର ପ୍ରାଙ୍ଗଣରେ ଥିବା ପୁରାତନ ମା ମହାକାଳୀ ପୀଠରେ ଧୁମଧାମରେ କାଳୀ ପୂଜା ଅନୁଷ୍ଠିତ ହୋଇଯାଇଛି। ସକାଳ ୧୦ ଟା ବେଳେ ଘଣ୍ଟ ବାଦ୍ୟ ସହ ବାଜା ବଜେଇ ସ୍ଥାନୀୟ ତେନ୍ତୁଳି ଘାଟରୁ ମା ଗଙ୍ଗାଙ୍କ ପୂଜା ସହ ଜଳ ଆଣି କଳସ ଶୋଭାଯାତ୍ରା ହେବା ପରେ ମା ଙ୍କ ପୂଜାର୍ଚ୍ଚନା ହୋଇଥିବା ବେଳେ ଅପରାହ୍ନ ରେ ସାମୂହିକ ପ୍ରସାଦ ସେବନ ହୋଇଥିଲା। ଏବଂ ରାତି ରେ ମା କାଳୀ ଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ସହ ସପ୍ତଶତୀ ଚଣ୍ଡି ମହାଯଜ୍ଞ ଅନୁଷ୍ଠିତ ହୋଇ ରାତି ୨.୩୦ ଟା ବେଳେ ମହା ଆଳତୀ ସହ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା। ମନ୍ଦିରର ପୁଜକ ସୁରୁବାବୁ ଡାଙ୍ଗୁଆଙ୍କ ସହ ଆଚାର୍ଯ୍ୟ ପଣ୍ତିତ ଆନନ୍ଦ କୁମାର ମିଶ୍ର ସମଗ୍ର ପୂଜା କାର୍ଯ୍ୟ ନିର୍ବାହ କରିଥିବା ବେଳେ ରାଜ କିଶୋର ତ୍ରିପାଠୀ, ପିଣ୍ଟୁ ମିଶ୍ର, ମାନଭଞ୍ଜନ ମିଶ୍ର, ହରିଶଙ୍କର ପାଢ଼ୀ, ନରସିଂହ ପାଣିଗ୍ରାହୀ ଚଣ୍ଡି ଯଜ୍ଞ ରେ ସହଯୋଗ କରିଥିବା ବେଳେ ମଙ୍ଗୁଲୁ ଡାଙ୍ଗୁଆ, ପ୍ରଶାନ୍ତ ତରିଆ ଙ୍କ ସମେତ ଅନେକ ଭକ୍ତ ଉପସ୍ଥିତ ଥିବାବେଳେ ସମସ୍ତ ଭକ୍ତଙ୍କ ସହଯୋଗରେ ପୂଜା କାର୍ଯ୍ୟ, ପ୍ରସାଦ ସେବନ ଓ ଯଜ୍ଞ ଶୃଙ୍ଖଳାର ସହ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like