-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାଁ ଶ୍ୟାମାକାଳୀ ଙ୍କୁ ଦର୍ଶନ କଲେ ଡ଼ା.ରାମକୃଷ୍ଣ ପୁରୋହିତ

01-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଠାରେ ଅନୁଷ୍ଠିତ ମାଁ ଶ୍ୟାମାକାଳୀଙ୍କ ପୂଜା ମହୋତ୍ସବର ଦ୍ୱିତୀୟ ଦିବସରେ ବରଗଡ଼ ସ୍ଥିତ ପୁରୋହିତ ନର୍ସିଂ ହୋମର ପରିଚାଳକ ତଥା ଭାରତୀୟ ଜନତା ପାର୍ଟିର ପୂର୍ବତନ ରାଜ୍ୟ ସ୍ୱାସ୍ଥ୍ୟ ସଂଯୋଜକ, ବରିଷ୍ଠ ବିଜେପିର ତୁଙ୍ଗ ନେତା ଡ଼ା ରାମକୃଷ୍ଣ ପୁରୋହିତ ମାଁ ଶ୍ୟାମାକାଳୀ ପୂଜା କମିଟି ବିଜେପୁରଙ୍କ ନିମନ୍ତ୍ରଣ କ୍ରମେ ରାତ୍ର ୮ ଘଟିକା ସମୟରେ ପୂଜା ମଣ୍ଡପକୁ ଆସି ମାଁ ଙ୍କୁ ଦର୍ଶନ କରିବା ସହିତ ଆଶିଷ ଭିକ୍ଷା କରିଥିଲେ।

ଏହି ଅବସରରେ ଆଜି ସାନ୍ଧ୍ୟ ରଜନୀରେ ଦର୍ଶନଙ୍କ ମନୋରଞ୍ଜନ ପାଇଁ ଅନୁଷ୍ଠିତ ହେଉଥିବା ସ୍ୱପ୍ନାରାଣୀ ଯୋଶୀଙ୍କ ଅର୍କେଷ୍ଟ୍ରା ପ୍ରୋଗ୍ରାମର ମଞ୍ଚକୁ କମିଟିର ସଦସ୍ୟ ମାନେ ଡ଼ା ପୁରୋହିତଙ୍କୁ ପାଛୋଟି ନେଇ ପୂଜା କମିଟି ପକ୍ଷରୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।ପରେ ଡ଼ା.ପୁରୋହିତ ଆର୍ଟିଷ୍ଟ ସ୍ୱପାରାଣୀଙ୍କୁ ନିଜ ହସ୍ତରେ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କଲାପରେ ହିନ୍ଦୁ ଧର୍ମର ପରମ୍ପରା ତଥା ଆଧ୍ୟାତ୍ମିକ ଚିନ୍ତାଧାରା ଅନୁସାରେ ଅନୁଷ୍ଠିତ ସମସ୍ତ ପର୍ବପର୍ବାଣୀ ତଥା ମାଁ କାଳୀ ପୂଜାର ମହତ୍ୱ ସମ୍ପର୍କରେ ଉପସ୍ଥିତ ଦର୍ଶନଙ୍କୁ ସଂଵୋଧିତ କରିଥିଲେ। ଶେଷରେ ମାଁ ଶ୍ୟାମାକାଳୀ ପୂଜା କମିଟିର କର୍ମକର୍ତ୍ତା ତଥା ସମସ୍ତ ସଦସ୍ୟ ମାନଙ୍କ ନିଷ୍ଠାପର ଉଦ୍ୟମରେ ପୂଜା ମହୋତ୍ସବ ଶାନ୍ତି ଶୃଙ୍ଖଳା ଭାବେ ଅନୁଷ୍ଠିତ ହେଉଥିବାରୁ ତାଙ୍କ ଉଦ୍ୟମକୁ ସାଧୁବାଦ ଜଣାଇବା ସହ ହଜାର ହଜାର ଦର୍ଶକମାନଙ୍କ ସୁଖସମୃଦ୍ଧି କାମନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like