-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଏସୟୁଜେ ଓଡ଼ିଶା ସୁବର୍ଣ୍ଣପୁର ଜିଲ୍ଲା ଶାଖାର ସଭାପତି ତଥା ନିଉଜ -୭ ର ଜିଲ୍ଲା ପ୍ରତିନିଧି ଧିରେନ୍ଦ୍ର କୁମାର ଦାନୀଙ୍କ ଉପରେ ସ୍ଥାନୀୟ ବିଡ଼ିଓ ଙ୍କ ମରଣାନ୍ତକ ଆକ୍ରମଣ

01-Nov-2024



ବଲାଙ୍ଗୀର (ପ୍ରେରଣା ଖବର ): ଗତକାଲି ଅପରାହ୍ନରେ ସୁବର୍ଣ୍ଣପୁର ବ୍ଲକ କାର୍ଯ୍ୟାଳୟକୁ ୫-ଟି ଦୁର୍ନୀତିର ଖବର ସଂଗ୍ରହ କରିବାକୁ ଯାଇଥିବା ନିଉଜ -୭ ଟେଲିଭିଜନ ଚ୍ୟାନେଲର ଜିଲ୍ଲା ପ୍ରତିନିଧି ଧିରେନ୍ଦ୍ର କୁମାର ଦାନୀ ଙ୍କୁ ବିଡ଼ିଓ ସୌମ୍ୟରଞ୍ଜନ ସ୍ୱାଇଁ ତାଙ୍କ ଚ୍ୟାମ୍ବର ମଧ୍ୟରେ ମରଣାନ୍ତକ ଆକ୍ରମଣ କରିଛନ୍ତି।୫-ଟି ଦୁର୍ନୀତି ଏବଂ ମିଥ୍ୟା ବିଲ୍ ସମ୍ପର୍କରେ ତଥ୍ୟ ପ୍ରମାଣ ସହିତ ଶ୍ରୀ ଦାନୀ ବିଡ଼ିଓ ସୌମ୍ୟରଞ୍ଜନ ଙ୍କ ଦୃଷ୍ଟି ଆକର୍ଷଣ କରି ତାଙ୍କର ମତାମତ ନେବାକୁ ପ୍ରସ୍ତୁତ ହେଉଥିବାବେଳେ ବିଡ଼ିଓ ହଠାତ୍ ଉତ୍ତେଜିତ ହୋଇ ସାମ୍ବାଦିକ ଧିରେନ୍ଦ୍ର ଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିଲେ।ଧିରେନ୍ଦ୍ର ଏହାର ପ୍ରତିବାଦ କରିବାରୁ ବିଡ଼ିଓ ସୌମ୍ୟରଞ୍ଜନ ସ୍ୱାଇଁ ତାଙ୍କୁ(ଧିରେନ୍ଦ୍ର)ଙ୍କୁ ଏକ ଲୁହା ରେ ମୁହଁ, ମୁଣ୍ଡ,ହାତ, ବେକକୁ ମାଡ଼ ମାରି ରକ୍ତାକ୍ତ କରିଛନ୍ତି। ଘଟଣା ବେଳେ ବାହାରେ ଥିବା ଅନ୍ୟ ଦୁଇଜଣ ସାମ୍ବାଦିକ ଓ ବ୍ଲକ ର କର୍ମଚାରୀ ପହଁଚି ଧିରେନ୍ଦ୍ର ଙ୍କୁ ଆକ୍ରମଣରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି।
    ଏହି ଘଟଣା କୁ ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ ଓଡ଼ିଶା ଅତ୍ୟନ୍ତ ଗୁରୁତ୍ବ ସହକାରେ ନେଇଛି। ତୁରନ୍ତ ଅଭିଯୁକ୍ତ ବିଡ଼ିଓ ଙ୍କୁ ଗିରଫ କରାଯିବା ସହିତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ, ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢୀ, ରାଜ୍ୟ ଉପସଭାପତି ସମରେଶ ମିଶ୍ର ଏବଂ ମହେନ୍ଦ୍ର କୁମାର ଦର୍ଜୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ପଂଚାୟତରାଜ ମନ୍ତ୍ରୀ ଙ୍କ ଠାରେ ଦାବି ଜଣାଇଛି। ରାଜ୍ୟ ସଭାପତି ଶ୍ରୀ ନାୟକ ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କରି ଦୃଷ୍ଟି ଆକର୍ଷଣ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like