-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସିନ୍ଧେକେଲାରେ ପଞ୍ଚାୟତସ୍ତରୀୟ ମାଁ ଦ୍ୱାରସେହ୍ନୀ କ୍ରିକେଟ କପ ଉଦଯାପିତ,ଦିଗସିରାକୁ ହରାଇ ସିନ୍ଧେକେଲା ଚମ୍ପିୟାନ

02-Nov-2024



ବଙ୍ଗୋମୁଣ୍ଡା (ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲିଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଡେଜଳିଙ୍ଗ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ବିଗତ ଦିନରୁ ଚାଲିଥିବା ପଞ୍ଚାୟତ ସ୍ତରୀୟ ମାଁ ଦ୍ୱାରସେହ୍ନୀ କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ୧୬ ଟି ଦଳ ଭାଗ ନେଇଥିବାବେଳେ ଫାଇନାଲ ମ୍ୟାଚ ଦିଗସିରା ଓ ସିନ୍ଧେକେଲା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଦିଗସିରା ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୨ ଓଭର ରେ ମୋଟ ୧୩୩ ରନ ସଂଗ୍ରହ କରିଥିବା ବେଳେ ସିନ୍ଧେକେଲା ଦଳର ଖେଳାଳି ମାନେ ପ୍ରଥମରୁ ଚୌକା ଛକ୍କା ମାରି ଅତି ସହଜ ଭାବରେ ଆବଶ୍ୟକ ରନ କରି ବିଜୟୀ ହେବା ସହ ଉକ୍ତ ଟୁର୍ଣ୍ଣାମେଣ୍ଟରେ ଚମ୍ପିୟାନ ହୋଇଥିଲେ । ଉଦ୍ଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ , ସମ୍ମାନିତ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ସାଂସଦ ପ୍ରତିନିଧି ଅନିଲ ନାଏକ , ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା , ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲ , ଝଲପ ସରପଞ୍ଚଙ୍କ ସ୍ବାମୀ ଗୋବିନ୍ଦ ପୁଟେଲ , ଯୁବନେତା  ଯୁବରାଜ ବାଗ , ପ୍ରଦୀପ ଜାଲ , ବ୍ରଜଧର ମଙ୍ଗରାଜ , ତୁଳାରାମ ଭୋଇ , ପପୁ ସାହୁ , ପ୍ରତିଷ୍ଠିତ ବ୍ୟବସାୟୀ ଅନିଲ ଜୈନ , ବଣିକ ସଙ୍ଘ ସହ ସମ୍ପାଦକ ଅନିଲ ତ୍ରିପାଠୀ , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ବିଜେତା ଉପ ବିଜେତା ଦଳ କୁ ଟ୍ରଫି ପ୍ରଦାନ ଓ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରି ମେନ ଅଫ ଦି ମ୍ୟାଚ

ବିବେଚିତ ହୋଇଥିବା ରାମ ଥନାପତୀ , ମ୍ୟାନ ଅଫ ଦି ସିରିଜ ହୋଇଥିବା ଲିଲୁ କୁମାର ବେହେରା ଓ ଅନ୍ୟ ବିଭାଗ ଗୁଡିକରେ ଉତ୍ତମ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ପୁରସ୍କୃତ କରିଥିଲେ । ଏମ୍ପାୟାର ଭାବରେ ପାୟୋଜ କଶ୍ୟପ ଓ ରୋମାଞ୍ଚଳ ଭୋଇ ଯୋଗଦେଇ ଖେଳ ପରିଚାଳନା କରିଥିବା ବେଳେ ସୁବ୍ରତ ସାହୁ ଓ କାହ୍ନା ପଣ୍ଡା ଖେଳର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ । ମଞ୍ଚ ପରିଚାଳନା ଆଲୋକ ସାହୁ କରିଥିବାବେଳେ ବିଟୁ ଜୈନ ଓ ସୁଶୀଲ ଶତପଥୀ ସ୍କୋରର ଦାୟିତ୍ୱ ତୁଲାଇଥିଲେ । ଆୟୋଜକ କମିଟିର ସୁମିତ ସାହୁ , ଗୁଡୁ ଭୋଇ, ଛବି ଗୁରୁ, ଚମାରୁ ଭୋଇ, ଜଗତ ଥନାପତି, ସୁଜିତ ସରାଫ, ହେମନ୍ତ ସାହୁ ପ୍ରମୁଖଙ୍କ ସହ ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା ରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like