-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୩୬ତମ କଲରାକୋଠା କାଳୀପୂଜା ଦ୍ୱିତୀୟ ସଂଧ୍ୟା– ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକ ମଞ୍ଚସ୍ଥ

02-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲ କଣ୍ଟାମାଳ ବ୍ଳକ କଲରାକୋଠା ୟୁଥ ଫ୍ରେଣ୍ଡସ ଆସୋସିଏସନ ଦ୍ୱାରା ଆୟୋଜିତ ୩୬ତମ ଶାରଦୀୟ କାଳୀପୂଜା ର ଦ୍ୱିତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାର ର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ଓ ଇନ୍ଦ୍ରଙ୍କୁ ଗାଦିଚ୍ୟୁତ କରି ଶୁମ୍ଭ ନିଶୁମ୍ଭଙ୍କୁ ଇନ୍ଦ୍ରପଦ ରେ ଅବସ୍ଥାପିତ ଏବଂ ସମୁଦ୍ର ମନ୍ଥନରୁ ଜାତ ସମସ୍ତ ପଦାର୍ଥ ଉଚ୍ଚଶ୍ରବl ହସ୍ତୀ, ଅମୃତ କଳସ ଏବଂ ରମ୍ଭା ମେନକା ଙ୍କୁ ବଳପୂର୍ବକ ହାତେଇବା ମଞ୍ଚସ୍ଥ ହୋଇଛି l   ଦ୍ୱିତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାରରେ ରାଜକୀୟ

ମୁଖ୍ୟଅତିଥିଭାବେ ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଖଲିଆପାଲି ସମିତିସଭ୍ୟ କେଦାରନାଥ ସାହୁ, ସମାଜସେବୀ ଶ୍ରୀକାନ୍ତ ମିଶ୍ର ଓ ଆଦିବାସୀ ନେତା ତଥା ସମାଜ ସେବୀ ସତ୍ୟନାରାୟଣ ମାଝୀ ପ୍ରମୁଖ ଯୋଗଦେଇ ସାନ୍ଧ୍ୟ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଗ୍ରାମାଞ୍ଚଳ ରେ ଆୟୋଜିତ ଏହି ବିରାଟ କାର୍ଯ୍ୟକ୍ରମର ଉଦ୍ୟକ୍ତା ମାନଙ୍କ ପ୍ରଚେଷ୍ଠାକୁ ପ୍ରଶଂସା କରିଥିଲେ l  ମହିଷାସୁର ଦରବାର ରେ ଆୟୋଜିତ ରଙ୍ଗସଭା କୁ ଧାରଣୀସେନ ସାହୁ ପରିଚାଳନା କରିଥିବାବେଳେ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ପ୍ରମୁଖ ସହଯୋଗ କରିଥିଲେ   l  ପୂଜକ ଭାବେ ସୁବାସ ରଥ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ ଗୁରୁ ଓ କର୍ଣ୍ଣ ସାହୁ ସହଯୋଗ କରିଛନ୍ତି  l   ଦ୍ୱିତୀୟ ସନ୍ଧ୍ୟାରେ

ମଞ୍ଚସ୍ଥ ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକରେ ମହିଷାଶୁର ଭୂମିକାରେ ଅଭିନୟ କରୁଥିବା ଭୁବନେଶ୍ୱର ପ୍ରଧାନ ଙ୍କ ଉଚ୍ଚ କୋଟିର ଅଭିନୟ କୁ ସାଧାରଣରେ ଭୁୟସୀ ପ୍ରଶଂସା କରିଥିଲେ  l  ପୋଲିସ ଓ ପୂଜା କମିଟି ସଦସ୍ୟଙ୍କ  ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like