-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ମାଁ ଶ୍ୟାମାକାଳୀ ପୂଜା ମହାସମାରୋହରେ ପାଳିତ

02-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ସହର ସ୍ଥିତ ଦୁର୍ଗାମଣ୍ଡପ ଠାରେ ମାଁ ଶ୍ୟାମାକାଳୀ ପୂଜା ମହା ସମାରୋହରେ ପାଳିତ ହେଉଛି। ପବିତ୍ର ଚତୁର୍ଦ୍ଦଶୀ ତିଥିରେ ମହାସମାରୋହରେ ମାଁ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ, କର୍ତ୍ତା ଭାବେ ଜୟକୃଷ୍ଣ ଡନସନା ଦାୟିତ୍ଵ ତୁଲାଉଛନ୍ତି। ରାଜପୁରୋହିତ କିଶୋର ଚନ୍ଦ୍ର ପୂଜାରୀ ଚଣ୍ଡିପାଠ, ପୁସ୍ତକାଚାର୍ଯ୍ୟ ଭାବେ ହରି ନାରାୟଣ ତ୍ରିପାଠୀ, ଚନ୍ଦନ ଶର୍ମା,ରମାରମଣ ଗୁରୁ, ପ୍ରଦୀପ ପାଣିଗ୍ରାହୀ ନିଷ୍ଠାପର ଭାବେ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପାଦନ କରୁଛନ୍ତି।ଶଙ୍ଖ ବାଦକ ନେପାଳ ଗୁରୁଙ୍କ ଶଙ୍ଖନାଦରେ ପୂଜା ସ୍ଥଳ ପ୍ରକମ୍ପିତ ହେଉଛି। ହୋମଯଜ୍ଞରେ କର୍ତ୍ତା ଜୟକୃଷ୍ଣ ଡନସନା, ମହେଶ ଦେବତା, ଆଶିଷ ପଧାନ,ଜଗା ମାହାଣା ଦାୟିତ୍ଵ ସମ୍ପର୍ଣ୍ଣ କରୁଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ, ଅନୁଷ୍ଠିତ ଶ୍ୟାମାକାଳୀ ପୂଜା ୧୯ ବର୍ଷରେ ପଦାର୍ପଣ କରିଥିବା ବେଳେ, ଶ୍ରୀଯୁକ୍ତ ଡନସନା ପ୍ରଥମରୁ କର୍ତ୍ତା ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି। ପୂଜା କମିଟିର ସଭାପତି ସୁବାଷ ଛୁରା, ଉପସଭାପତି ମହେଶ ଦେବତା,ସମ୍ପାଦକ ସୂର୍ଯ୍ୟକାନ୍ତ ବାରିକ,ସହ ସମ୍ପାଦକ ବିକାଶ ପଧାନ, କୋଷାଧ୍ୟକ୍ଷ ରାଜେଶ ସେଠ, ଉପଦେଷ୍ଟା କିଶୋର କୁମାର ସାହୁ,ମଧୁ ଖମାରୀ, ରାଜେଶ ଅଗ୍ରୱାଲ,ତାପସ ଗଡତୀୟା,ଗୁରୁବାରୁ ମେହେର,ପ୍ରମୁଖଙ୍କ ସହଯୋଗରେ ବେଶ ସରଗରମ ବାତାବରଣ ମଧ୍ୟରେ ପୂଜା ସୁରୁଖୁରୁରେ ଚାଲିଥିବା ବେଳେ  ଦ୍ୱିତୀୟ ଦିବସ ଶୁଭ ରଜନୀରେ ଦର୍ଶନଙ୍କ ମନୋରଞ୍ଜନ ପାଇଁ ସ୍ୱପ୍ନାରାଣୀ ଯୋଶୀଙ୍କ ଭଜନ ଅର୍କେଷ୍ଟ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like