-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମନୋରଞ୍ଜନ

"ହଁ, ମୁଁ" - ଏକ ଭିନ୍ନ ସ୍ୱାଦର ସର୍ଟ ମ୍ୟୁଜିକାଲ ଫିଲ୍ମ ମୁକ୍ତିଲାଭ

02-Nov-2024



ଭୁବନେଶ୍ବର(ପ୍ରେରଣା ଖବର):  ମୋକିମ ଫାଉଣ୍ଡେସନ ଏବଂ ମେଟ୍ରୋ ଗ୍ରୁପ ସହଯୋଗୀତାରେ ଅରୋମୀରା ଦ୍ୱାରା ପ୍ରସ୍ତୁତ ତଥା ଦେବ ମେହେର ନିର୍ଦ୍ଦେଶିତ ହଁ, ମୁଁ... ନାମକ ଏକ ଭିନ୍ନ ସ୍ୱାଦର ଓଡ଼ିଆ ମ୍ୟୁଜିକାଲ ସର୍ଟ ଫିଲ୍ମ ମୁକ୍ତିଲାଭ କରିଛି l ଅନେକ ଲୋକପ୍ରିୟ ଗୀତର ଗାୟିକା ଶ୍ରୀମତୀ ସୁସ୍ମିତା ଦାସଙ୍କ କଣ୍ଠରେ ଗୀତଟି ଭାରି ମନଛୁଆଁ ହୋଇଛି l ସୁନ୍ଦର ଗୀତ ସାଙ୍ଗକୁ ଭିଡିଓଗ୍ରାଫି କାହାଣୀର ପରିକଳ୍ପନା ମଧ୍ୟ ନିଆରା l ଦେବ ମେହେର ଜଣେ ଉଚ୍ଚକୋଟୀର ଯୁବ ନିର୍ଦ୍ଦେଶକ l ତାଙ୍କ ପରିକଳ୍ପନା ମଧ୍ୟ ସମ୍ପୂର୍ଣ୍ଣ ନିଆରା l ପୂର୍ବରୁ ଚଳଚ୍ଚିତ୍ର ଅଭିନେତ୍ରୀମାନଙ୍କୁ ଙ୍କୁ ନେଇ ମଞ୍ଚରେ ପ୍ରଦର୍ଶିତ କରିଥିବା ମ୍ୟୁଜିକାଲ ଡ୍ରାମା ଦେବଦାସ ବହୁ ପ୍ରଶଂସିତ ହୋଇ ଚର୍ଚ୍ଚାରେ ଥିଲେ l ଏହି ମ୍ୟୁଜିକ୍ ଭିଡ଼ିଓ ର ପରିକଳ୍ପନା ମଧ୍ୟ ଠିକ ସେହିପରି ନିଆରା l ଏକ ସୁନ୍ଦର ପ୍ରେମ କାହାଣୀ କୁ ସ୍ଥାନ ଦେଇଛନ୍ତି ନିର୍ଦ୍ଦେଶକ ଦେବ l ଜଣେ ଭିନ୍ନକ୍ଷମ ନାୟିକାକୁ ନେଇ କାହାଣୀ ଗଢ଼ା ହୋଉଛି l ଯାହା ସବୁ ବର୍ଗର ଦର୍ଶକଙ୍କୁ ମନୋରଞ୍ଜନ ସହିତ କିଛି ଶିକ୍ଷା ମିଳିବ l 
ଏହି ମ୍ୟୁଜିକାଲ ସର୍ଟ ଫିଲ୍ମ ର ଗୀତ ରଚନା କରିଛନ୍ତି ଅଭିଜ୍ଞ ଗୀତିକାର ବିଜୟ ମଲ୍ଲ l ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଯୁବ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମିଶ୍ର l ଚିତ୍ରତ୍ତୋଳନ କରିଛନ୍ତି ପ୍ରତାପ ରାଉତ l ମୁଖ୍ୟ ଭୂମିକାରେ ପ୍ରତିଭା ବେହେରା ଙ୍କ ସହିତ ସ୍ୱାଧୀନ l
ଅନ୍ୟାନ୍ୟ ଭୂମିକାରେ ରତନ ମେହେର ଏବଂ ଅନ୍ଵେଷା ମେହେର l  ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱରେ ଭରତ ପ୍ରଧାନ ଅଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm