-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମେରା ଯୁବା ଭାରତକୁ ପୁରିଲା ବର୍ଷେ,ବଲାଙ୍ଗିରରେ ସଚେତନତା କାର୍ଯ୍ୟକ୍ରମ

02-Nov-2024



କେନ୍ଦ୍ର ସରକାରଙ୍କ ଯୁବବ୍ୟାପାର ଓ ଖେଳମନ୍ତ୍ରଣାଳୟ ଦ୍ବାରା ପ୍ରାୟୋଜିତ ମେରା ଯୁବା ଭାରତକୁ ପୁରିଛି ଗୋଟିଏ ବର୍ଷ। ଗତ ବର୍ଷ ମେରା ଯୁବା ଭାରତ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୌଲମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମତିଥିରେ ଶୁଭାରମ୍ଭ କରିଥିଲେ। ଭାରତର ଯୁବ ବର୍ଗଙ୍କୁ ଦେଶ ସେବାରେ ନିୟୋଜିତ ହେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ବାନ ଦେଇଥିଲେ। ଏହି ଯୋଜନା ଅନୁଯାୟୀ ମାଇଁ ଭାରତ ପୋର୍ଟାଲରେ ସବୁ ସରକାରୀ ବିଭାଗର ସୂଚନା ରହିବ। ଏହି କ୍ରମରେ ଚଳିତ ବର୍ଷ ମଧ୍ୟ ୨୮ ଅକ୍ଟୋବର ରୁ ୩୦ ଅକ୍ଟୋବର ପର୍ଯ୍ୟାନ୍ତ ସବୁ ଜିଲ୍ଲାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗିର ଜିଲ୍ଲାର ସଦର ମହକୁମାରେ ମଧ୍ୟ ସ୍ବଛ୍ଛତା,ଟ୍ରାପିକ ନିୟନ୍ତ୍ରଣ ଓ ଆଶୁ ଚିକିତ୍ସା ପଦ୍ଧତି ଉପରେ ନିଜେ ପ୍ରଶିକ୍ଷିତ ହେବା ସହ ଜନସାଧାରଣଙ୍କୁ ସଚେତନ କରିଛନ୍ତି ଯୁବବର୍ଗ। ବଲାଙ୍ଗିରରେ ମଧ୍ୟ ଆଜି ମେରା ଯୁବା ଭାରତର ସ୍ବେଛ୍ଛାସେବୀମାନେ ଭୀମଭୋଇ ମେଡିକାଲ କଲେଜରେ ସଫେଇ ଅଭିଯାନ କରିଥିଲେ। ମେଡିକାଲର ଓପିଡି ସାମ୍ନାରେ ଆବର୍ଜନାକୁ ସଫା କରିଥିଲେ। ଆରଟିଓ ଛକରେ ଟ୍ରାଫିକ ନିୟନ୍ତଣ କରିବା ସହ ଟ୍ରାଫିକ ନିୟମ ମାନି ଗାଡି ଚଲାଇବାକୁ ଗାଡିଚାଳକଙ୍କୁ ସଚେତନ କରିଥିଲେ ସ୍ବେଛ୍ଛାସେବୀ। ଶେଷରେ ବଲାଙ୍ଗିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସେବା ଯୋଗାଇଥିଲେ। ଜଣେ ଯୁବକ ସାଧାରଣ ରୋଗୀକୁ କିପରି ପ୍ରାଥମିକ ଚିକିତ୍ସା ଯଥା ଡ୍ରେସିଂ,ବ୍ଲଡପ୍ରେସର ମାପିବା ଆଦି ଉପରେ ଶଖିବା ସହ ଲୋକଙ୍କୁ ସଚେତନ କରାଇଥିଲେ। ମେରା ଯୁବା ଭାରତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ବଲାଙ୍ଗିର ଜିଲ୍ଲାର ପ୍ରୋଗ୍ରାମ ସୁପରଭାଇଜର ବିପିନ ବିହାରୀ ଜେନା। ଆଗକୁ ଆହୁରି ଯୁବକ ଏହି କାର୍ଯ୍ୟକ୍ରମରେ ସାଭିଲ ହେବାକୁ ନିବେଦନ କରିଥିଲେ ବିପିନ ବିହାରୀ ଜେନା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like