-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ଶିକ୍ଷା ବିଭାଗ ତରଫରୁ ନବ ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

02-Nov-2024



ସିନାପାଲି ( ଚିନ୍ତାମଣି  ନେତାମ)
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକରେ ନୂତନ ଭାବରେ ଯୋଗଦାନ କରିଥିବା କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବ୍ଲକ ଶିକ୍ଷା ବିଭାଗ ତରଫରୁ ଶନିବାର ସ୍ବାଗତ କରାଯାଇଛି ା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଯତିଂଦ୍ର କୁମାର ସେଠଙ୍କ ଅଧ୍ଯକ୍ଷତାର ଏନେଇ ସ୍ଥାନୀୟ ନିଲଜୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟ ଠାରେ ଅନୁଷ୍ଠିତ ସ୍ବାଗତ ସଭାରେ ମୁଖ୍ଯ ଅତିଥି ଭାବରେ ଏବିଇଓ ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ତା ଓ ସମ୍ମାନିତ ଅତିଥି ଭାବରେ ବିଭାଗୀୟ ସେକ୍ସନ୍ ଅଫିସର  ଶ୍ରୀଯୁକ୍ତ କମଳ ଚରଣ ମାଝୀ, ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସତ୍ଯବ୍ରତ ଗହୀର, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଶ୍ରୀଯୁକ୍ତ ପ୍ରସନ୍ନ କୁମାର ମାଝୀ ଯୋଗ ଦେଇଥିଲେ ା ନିଜ ଦାୟିତ୍ୱ ଓ କର୍ତ୍ତବ୍ଯ ପ୍ରତି ନିଷ୍ଠା ଓ ସମର୍ପଣ ଭାବ ରଖି କାର୍ଯ୍ଯ କଲେ ଶିକ୍ଷକ ଜୀବନ ସଫଳ ହୋଇ ପାରିବ ବୋଲି ଏ ଅବସରରେ ବକ୍ତାମାନେ ମତ ପୋଷଣ କରିବା ସହ ମାର୍ଗଦର୍ଶନ କରିଥିଲେ ା ପ୍ରାରମ୍ଭରେ ସିଆରସିସି ଶ୍ରୀଯୁକ୍ତ ରାକେଶ  କୁମାର ମିଶ୍ର ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ସ୍ଥାନୀୟ ବିଦ୍ଯାଳୟର ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ ା ବ୍ରାହ୍ମଣୀଗୁଡ଼ା କ୍ଲଷ୍ଟର ସିଆରସିସି  ଶ୍ରୀଯୁକ୍ତ ଖଗେଶ୍ୱର ନିଆଲ ସଭା କାର୍ଯ୍ଯ ପରିଚାଳନା କରିଥିଲେ ା ଏହା ପରେ ନବନିଯୁକ୍ତ ଶିକ୍ଷକଶିକ୍ଷୟିତ୍ରୀ ନିଜନିଜ ପରିଚୟ ପ୍ରଦାନ କରିଥିବା ବେଳେ ସେମାନଙ୍କୁ ଶିକ୍ଷା ବିଭାଗ ତରଫରୁ ସ୍ୱାଗତ କରାଯାଇଥିଲା ା ଦ୍ୱିତୀୟ ପର୍ଯ୍ଯାୟ ବୈଠକରେ ସିଆରସିସି ଶ୍ରୀଯୁକ୍ତ ମହେଶ୍ୱର ଗୁଆଲ, କ୍ଷିରସିନ୍ଦୁ ମେହେର ଓ ଖଗେଶ୍ୱର ନିଆଲ ଶିକ୍ଷକଙ୍କୁ ଶିକ୍ଷାବିଭାଗର ବିଭିନ୍ନ ନୀତିନିୟମ ବିଷୟରେ ଅବଗତ କରାଇଥିଲେ ା କାର୍ଯ୍ଯକ୍ରମ ରେ ସିନାପାଲି ବ୍ଲକର ନବନିଯୁକ୍ତ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ରହିଥିବା ବେଳେ ସ୍ଥାନୀୟ ବିଦ୍ଯାଳୟର ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା ଙ୍କ ସହ ସମସ୍ତ ସିଆରସିସି ସହଯୋଗ କରିଥିଲେ ା ଶେଷରେ ବିଭାଗୀୟ ଏକାଉଣ୍ଟେଣ୍ଟ ସନ୍ତୋଷ ବନ୍ଦିଛୋର ଧନ୍ଯବାଦ ଦେଇଥିଲେ ା


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like