-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ ରେ ସ୍ଥାନ ପାଇଲେ ଜିତେନ୍ଦ୍ର

02-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ତାଳପଦର ଗ୍ରାମର ସୁନା ପୁଅ ଜିତେନ୍ଦ୍ର ସେଠ ତିନୋଟି ଭାଷାରେ ସର୍ବାଧିକ ଗୀତ ରଚନା କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ ରେ ସ୍ଥାନ ପାଇଛନ୍ତି । ତୁଳସୀ ଦୁଇ ପତ୍ରରୁ ବସିଲା ପରି ପିଲାଟି ଦିନରୁ କଳା ପ୍ରତି ତାଙ୍କର ଦୁର୍ବଳତା ଆଜି ତାଙ୍କୁ ଶୀର୍ଷ ସ୍ଥାନରେ ପହଞ୍ଚାଇ ପାରିଛି । ଦଶମ ଶ୍ରେଣୀ ପାଠପଢ଼ା ପରେ ପରେ ସେ ସର୍ବ ପ୍ରଥମେ କବିତା ଓ କ୍ଷୁଦ୍ର ନାଟକ ସବୁ ଲେଖିବା ଆରମ୍ଭ କରି ପରବର୍ତ୍ତୀ ସମୟରେ ଆକାଶବାଣୀ, ସମ୍ବଲପୁରର ଯୁବବାଣୀ କାର୍ଯ୍ୟକ୍ରମ, ସମ୍ବଲପୁରୀ କମେଡ଼ି, ଆଲବମ ଗୀତ ଓ ପରେ ପରେ ଓଡ଼ିଆ ସିନେମା ଜଗତରେ କାମ କରିବା ପାଇଁ ସୁଯୋଗ ପାଇଥିଲେ । ଏ ପର୍ଯ୍ୟନ୍ତ ସେ ଅନେକ ଗୁଡ଼ିଏ ନାଟକ, ୫୦୦୦ ରୁ ଅଧିକ କବିତା, ଦୁଇ ହଜାର ରୁ ଅଧିକ ଗୀତ, ଛଅ ଟି ଓଡ଼ିଆ ସିନେମାରେ କାମ କରି ନିଜର ଲେଖନୀ ମୁନରେ ଉତ୍କୃଷ୍ଟ କଳାର ନିଦର୍ଶନ ଦେଖାଇ ଲୋକଙ୍କ ମନୋରଞ୍ଜନ କରି ଆସୁଛନ୍ତି । ଶ୍ରୀମାନ୍ ଜିତେନ୍ଦ୍ର ବର୍ତ୍ତମାନ କେନ୍ଦ୍ରପଡ଼ା ଜିଲ୍ଲା ଦଧିବାମନଜୀଉ ବିଦ୍ୟାପୀଠ, ଦେସାହି ଠାରେ ସଂସ୍କୃତ ଶିକ୍ଷକ ଭାବରେ କାର୍ଯ୍ୟରତ । ତାଙ୍କର ସମସ୍ତ ସଫଳତା ପଛରେ ତାଙ୍କ ପିତାମାତା, ଗୁରୁଜନ ଓ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶେଷ ଆଶୀର୍ବାଦ ଅଛି ବୋଲି ସେ କୁହନ୍ତି । ତାଙ୍କର ଏହି ସଫଳତାକୁ ନେଇ ପରିବାର ସମେତ ସାରା ଓଡ଼ିଶାର ସମସ୍ତ କଳାପ୍ରେମୀ ବନ୍ଧୁ ଓ ଗୁରୁ ଗୁରୁଜନ ସମସ୍ତେ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like