-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅବୈଧ ବାଂଲାଦେଶୀ ବିରୋଧରେ ପାପଡାହାଣ୍ଡି ରେ ବୈଠକ। ଯୋଗଦେଲେ ହିନ୍ଦୁ ମହାସଂଘ ପ୍ରମୁଖ

02-Nov-2024



(ମିହିର ଶଙ୍କର ପାତ୍ର,)
ବାଂଲାଦେଶୀ ଅନୁପ୍ରବେଶକାରୀ ବିରୋଧରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଧିରେଧିରେ ଅସନ୍ତୋଷ ବୃଦ୍ଧି ପାଉଥିବା ଅନୁମାନ କରାଯାଉଛି। ବିଗତ ଦିନରେ ବାଂଲାଦେଶ ରେ ହିନ୍ଦୁ ମାନଙ୍କର ଉପରେ ଅତ୍ୟାଚାର ହେବା ପରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ହିନ୍ଦୁ ମାନେ ମୃଦୁ ପ୍ରତିକ୍ରିୟା ରଖି ଥିଲେ। କଥିତ ବାଂଲାଦେଶୀ ମାନେ ବିରୋଧ ହେବାପରେ ଅଧିକାଂଶ ଅଞ୍ଚଳରୁ ପଳାଇଥିଲେ। ବର୍ତମାନ ଫେରୁଥିବା ଅଭିଯୋଗ ହେଉଛି। ଆଜି ପାପଡାହାଣ୍ଡି ରେ ସ୍ଥାନୀୟ ବ୍ୟବସାୟୀ ମାନେ ଅଞ୍ଚଳରୁ ଅବୈଧ ବାଂଲାଦେଶୀ ଅନୁପ୍ରବେଶକାରୀ ମାନଙ୍କୁ ବାହାର କରିବା ପାଇଁ ଏକ ବୈଠକ କରିଥିଲେ। ଏହି ବୈଠକରେ ଅତିଥି ଭାବେ ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର, ସାମାଜିକ ଗଣମାଧ୍ୟମ ପ୍ରଭାରୀ ଉମାକାନ୍ତ ବିଷୟୀ, ସଂଯୋଜକ ଗୋରା ହରିଜନ ଉପସ୍ଥିତ ରହି ମାର୍ଗଦର୍ଶନ କରିଥିଲେ। ବୈଠକକୁ ଚକ୍ର ହରିଜନ ଏବଂ  ଅଭି ହରିଜନ ପରିଚାଳନା କରିଥିଲେ । ଦେଶର ସୁରକ୍ଷା ପାଇଁ ଏକ ଦାବିପତ୍ର ମାଧ୍ୟମରେ ପ୍ରଶାସନ କୁ ଏହି ବିଷୟରେ ଅବଗତ କରାଇବା ପାଇଁ ନିଷ୍ପତ୍ତି ନିଆଯାଇଛି।


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like