-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମା ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନିଶା ମୁକ୍ତ ଭାରତ ଅଭିଯାନ

02-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କାଦୋଦର ସ୍ଥିତ ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ଉଦ୍‌ଯାପନୀ ସଭାରେ କଲେଜ ର ଅଧ୍ୟକ୍ଷ ବଲ୍ଳଭ ପୁରୋହିତ ସଭାପତିତ୍ବ କରିଥିଲେ । ଅଣ ସଂକ୍ରମକ ରୋଗ ସହପରିଚାଳକ, ଗୀତାଞ୍ଜଳି ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇ ଯୁବ ସମାଜ ପାଇଁ ନିଶା ଅସାଧ କର୍କଟ ଭଳି ରୋଗକୁ ଆମନ୍ତ୍ରଣ କରିବା ସହ ସମାଜକୁ କଳୁଷିତ କରେ ବୋଲି ମତ ପ୍ରକାଶ କରିଥିଲେ। ଅନୁଷ୍ଠାନ ର ସମ୍ପାଦକ ତଥା ସମାଜ ସେବି ଚିତ୍ତରଞ୍ଜନ ପାଢି,କମ୍ୟୁନିଟି ସୁପରଭାଇଜର ଅନୁପ ରଞ୍ଜନ ଦାସ,ଅଧ୍ୟାପିକା ରଞ୍ଜିତା ମିଶ୍ର, ସାଧନା ମେଲ୍ଲୀ, ଅମିତା ରାନୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଶା ନିରାକରଣ କରିବା ପାଇଁ ସଚେତନତାର ଆବଶ୍ୟକତା ରହିଛି ଏବଂ ନିଶା ସମ୍ପୂର୍ଣ ନିରାକରଣ ପଦ୍ଧତି ଉପରେ ଆଲୋକପାତ କରିଥିଲେ । ସଭା ପୂର୍ବରୁ କଲେଜର ସମସ୍ତ ଛାତ୍ରୀ ଏବଂ କର୍ମଚାରି ସଚେତନତା ରାଲିରେ ନିକଟସ୍ଥ ଖୁଣ୍ଟୁଲାପାଲି ଗ୍ରାମ ପରିକ୍ରମା କରିଥିଲେ । ଏହି ଅବସରରେ ବିଦ୍ୟାଳୟରେ ତର୍କ, ଚିତ୍ରାଙ୍କନ ଏବଂ ରଚନା ପ୍ରତିଯୋଗିତା
ହୋଇଥିଲା ଓ କୃତୀ ଛାତ୍ରୀଙ୍କୁ ଟ୍ରଫି ଏବଂ ମାନ ପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ଅଧ୍ୟାପକ ଉଦ୍ଧବ ପଧାନ ସ୍ୱାଗତ ଭାଷଣ ରଖି ଥିବାବେଳେ ଅଧ୍ୟାପକ ଵାଳମକୁନ୍ଦ ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ l ଇଂରାଜୀ ଅଧ୍ୟାପକ ସୁଶାନ୍ତ ଦେହୁରୀ ସଭା ପରିଚାଳନା କରିଥିଲେ l କାର୍ଯ୍ୟକ୍ରମ ରେ ନରୋତ୍ତମଃ କର୍ମୀ, ଆଶିଷ ଦେହୁରୀ, ସଂଜୀବ କୁମାର ଦନ୍ତା, ସୁସାନ୍ତ ମିଶ୍ର, ଯୋଗୀନ୍ଦ୍ର ପଧାନ,ବାଦଲ ଦେହୁରୀ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ଶେଷରେ ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like