-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ଖବର କାଗଜ ବିତରକ ସଂଘ ବାର୍ଷିକ ବୈଠକ

02-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଜିଲ୍ଲା ଖବର କାଗଜ ବିତରକ ସଂଘର ବାର୍ଷିକ ବୈଠକ ଗୋବିନ୍ଦପୁର( ପକ୍ଷୀ ଗ୍ରାମ )ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ସଂଘର ବରିଷ୍ଟ ସଦସ୍ୟ ରମେଶ ଦାସ ସଭାପତିତ୍ବ କରିଥିଲେ।ଚଳିତ ବର୍ଷ ସର୍ବ ସମ୍ମତି କ୍ରମେ ଯୋଗିନ୍ଦ୍ର ସାହୁ ସଭାପତି ଭାବରେ ମନୋନୀତ ହୋଇଥିଲେ । ଉପ ସଭାପତି ହରିବନ୍ଧୁ ମୁଗ୍ରୀ , ସମ୍ପାଦକ ସମ୍ପଦ କଳେତ, ସହ ସମ୍ପାଦକ ଅଚ୍ୟୁତା ସାର୍, କୋଷାଧ୍ୟକ୍ଷ ଜୟ ପ୍ରକାଶ କୁମ୍ଭାର, ସହ କୋଷାଧ୍ୟକ୍ଷ ସୁଶିଲ ମହାନନ୍ଦ , ଲାଇବ୍ରେରୀଏନ୍ ନିବାସ ବାଗ, ମନୋନୀତ ହୋଇଛନ୍ତି।ସେହିପରି ଉପଦେଷ୍ଟା ଭାବରେ ସାମ୍ୱାଦିକ ସରୋଜ କୁମାର ଷଡଙ୍ଗୀ, ରମେଶ ଦାସ,ଗଙ୍ଗାଧର କନ୍ଧେର, ରାଜ କୁମାର ବଞ୍ଛୋର୍, ଧନେସ ମୁଗ୍ରୀ, ଦେବ ନାରାୟଣ ଦାଶ, ଅଛନ୍ତି ।ଆଜି ବୈଠକରେ ସମ୍ବଲପୁରରୁ ବିତରକ ସଂଘର ସପ୍ନେଶ୍ୱର ସେନାପତି, ଦଶରଥ ଶର୍ମା, ପ୍ରଶାନ୍ତ ନାୟକ, ସଞ୍ଜୟ ବେହେରା, ନୀଳାଚଳ ଘାସି, ଆନନ୍ଦ ଭୋଇ , ସୁଶିଲ ଛୁରିଆ ଯୋଗ ଦେଇଥିଲେ। ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କୁ ସମସ୍ତେ ଅଭିନନ୍ଦନ ଜଣାଇଲେ।ଆଗାମୀ ଦିନରେ ସଂଘର ବିଭିନ୍ନ କାର୍ଯକ୍ରମ କରାଯିବ ଓ ପ୍ରତ୍ୟେକ ବ୍ଲକରୁ ଖବର କାଗଜ ବିତରଣ କରୁଥିବା ଭାଇ ମାନଙ୍କୁ ସଭ୍ୟ ଭାବରେ ରଖାଯିବ ବୋଲି ସଭାପତି ଯୋଗେନ୍ଦ୍ର ସାହୁ ମତବ୍ୟକ୍ତ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026

You Might Also Like