-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିଡ଼ିଓ ଙ୍କ ସହ ଯୁକ୍ତିତର୍କ ଓ ହାତାହାତି ଘଟଣାରେ ଜେଲ୍ ଗଲେ ସାମ୍ୱାଦିକ, ରାତିଅଧିଆ ପୋଲିସର କୋର୍ଟ ଚାଲାଣକୁ ନେଇ ପ୍ରତିବାଦ କଲେ ସାମ୍ୱାଦିକ

02-Nov-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ):  ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ପୌର ଅଧିକାରୀ ସୌମ୍ୟରଂଜନ ସ୍ବାଇଁ ଙ୍କ ସହ ଯୁକ୍ତିତର୍କ, ଦୁର୍ବବ୍ୟବହାର ପ୍ରଦର୍ଶନ ଓ ମାରପିଟ ଘଟଣାରେ ଜେଲଗଲେ  ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଧୀରେନ୍ଦ୍ର ଦାନୀ l ଗତକାଲି ସଂଧ୍ୟାରେ ସଦର ବିଡିଓ ଙ୍କୁ ଏହି ଗଣମାଧ୍ୟମ ପ୍ରତିନିଧି ଦୁର୍ବବ୍ୟବହାର ପ୍ରଦର୍ଶନ କରିବା, ସରକାରୀ କାର୍ଯ୍ୟରେ ବାଧାଦେବା, ଜୋର ଜବରଦସ୍ତ ବିନା ଅନୁମତିରେ କାର୍ଯ୍ୟାଳୟକୁ ପ୍ରବେଶ କରିବା, ଅଶ୍ଳୀଳ ଭାଷା ପ୍ରୟୋଗ କରିବା ତଥା  ଆକ୍ରମଣ କରିବା ବିଷୟ ଥାନାରେ ସଂଧ୍ୟା ୬ ଟା ରେ ବିଡିଓ ଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା l ଗତକାଲି ବିଳମ୍ବିତ ରାତିରେ ପୋଲିସ ଅଭିଯୁକ୍ତ ଗଣମାଧ୍ୟମ ପ୍ରତିନିଧିକୁ ଗିରଫ କରି ଜମାନତ ଖାରଜ ହେବା ପରେ ଜେଲକୁ ପଠେଇ ଦିଆଯାଇଛି । ଆଜି ସଦର ବ୍ଳକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ବ୍ଲକ୍ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ପି ଇ ଓ, ଏ ଘଟଣାର ଦୃଢ଼ ନିନ୍ଦା କରି ବିଡିଓ ଙ୍କୁ ଦୁର୍ବବ୍ୟବହାର ପ୍ରଦର୍ଶନ କରିବା, ଆକ୍ରମଣ କରିବାର ପ୍ରତିବାଦ କରିଛନ୍ତି । କର୍ମଚାରୀମାନେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀଙ୍କୁ ସୁରକ୍ଷା ପ୍ରଦାନ କରିବା ସହିତ ଦୋଷୀ ବିରୁଦ୍ଧରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆଜି ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି । ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୁକ୍ତ ସାମ୍ବାଦିକ ଧିରେନ୍ଦ୍ର ଦାନୀଙ୍କୁ ଭାରତୀୟ ନ୍ୟାୟ ସଂହିତା ୧୧୫(୨),୧୩୨,୧୨୧(୧),୩୦୯(୬),୩୫୧(୩),୩୩୨(ସି) ଧାରାରେ ମାଜିଷ୍ଟ୍ରେଟଙ୍କ ଆଗରେ ଉପସ୍ଥାପନ କରି ବେଲ ନ ମିଳିବାରୁ ଜେଲ ହାଜତକୁ ପଠେଇ ଦିଆଯାଇଛି l ତେବେ ଜିଲ୍ଲାପାଳ ବ୍ଳକର ସମସ୍ତ କର୍ମଚାରୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ  ଓ ଏହା ଦୁର୍ଭାଗ୍ୟଜନକ ଘଟଣା କହି ଅଭିଯୁକ୍ତ ଉପରେ ପ୍ରଶାସନ ପକ୍ଷରୁ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ଯେମିତି କେହି ବି ଆଉ ଅଫିସର, କର୍ମଚାରୀଙ୍କ ଉପରେ ଆକ୍ରମଣ କରିବାକୁ ସାହସ କରିବେନି ବୋଲି ସାମ୍ୱାଦିକଙ୍କୁ କହିଛନ୍ତି l

ଏ ଘଟଣାର ଦୃଢ଼ ନିନ୍ଦା କରି ଦୋଷୀ ବିରୁଦ୍ଧରେ କଡା କାର୍ଯାନୁଷ୍ଠାନ ପାଇଁ ଜିଲ୍ଲାପାଳ ଙ୍କୁ ଦାବୀ କରିଛୁ ବୋଲି ଜିଲ୍ଲା ଅଣ ଗେଜେଟେଡ କର୍ମଚାରୀ ସଂଘ ସଂପାଦକ ଦିନେଶ ରଞ୍ଜନ ମିଶ୍ର କହିଛନ୍ତି l ଯଦି ଆମ ଅଫିସର ସୁରକ୍ଷିତ ନୁହେଁ ତାହେଲେ କର୍ମଚାରୀ କିଭଳି ସୁରକ୍ଷିତ ରହିବେ ବୋଲି ମହିଳା କର୍ମଚାରୀ ସୁମିତ୍ରା ସାହୁ ମତ ରଖିଛନ୍ତି  ଏବଂ କେଉଁ ଗୋଟେ ଜବରଦଖଲ ଜମି ବିଷୟରେ ପୌର ବିଭାଗ କାମରେ ଆଲୋଚନା କରି ହଠାତ୍ ରାଗଯାଇ ଶ୍ରୀ ଦାନୀ ବିଡ଼ିଓ ଙ୍କୁ ଅlତର୍କିତ ଆକ୍ରମଣ କରିଛନ୍ତି ବୋଲି ପ୍ରତ୍ୟକ୍ଷଦର୍ଶୀ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ ପ୍ରକାଶ କରି ବୁଝାମଣାରେ ସବୁ କାମ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି l ସେପଟେ ମୁଁ ତଥ୍ୟ ସଂଗ୍ରହ ପାଇଁ ବ୍ଲକ୍ କୁ ଯାଇଥିବା ବେଳେ ମୋତେ ବିଡ଼ିଓ ମଧ୍ୟ ଆକ୍ରମଣ କରିଛନ୍ତି ବୋଲି  ବିଡିଓ ଙ୍କ ନାଁ ରେ ଅଭିଯୋଗ କରି ଥାନା ରେ  ରାତି ୮ ଟା ବେଳେ ଏଫ୍ ଆଇ ଆର୍ ପ୍ରଦାନ୍ କରିଛନ୍ତି ଶ୍ରୀ ଦାନୀ l ଏ ପଟେ ତରବରିଆ ଭାବେ ଏ ଘଟଣାର ତଦନ୍ତ କରି ରାତି ୨ ଟା ରେ ଜଣେ ସାମ୍ବାଦିକଙ୍କୁ କୋର୍ଟ ଚାଲାଣ କରିବା ଘଟଣାକୁ ପ୍ରତିବାଦ କରିଛନ୍ତି ଓ ଏସପି ଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି ସହରର କିଛି କାର୍ଯ୍ୟରତ ସାମ୍ୱାଦିକ l କିଛି ଘଟଣା, ପରିସ୍ଥିତିର ଗମ୍ଭୀରତାକୁ ଓ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଦେଖି ରାତିଅଧିଆ ମଧ୍ୟ କୋର୍ଟ ଚାଲାଣ କରିବାକୁ ପଡେ, ଏମିତି କିଛି ଆଇନରେ ମନା ନାହିଁ ବୋଲି  ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି l ଆଜି ସଂଧ୍ୟାରେ ଉକ୍ତ ସାମ୍ୱାଦିକଙ୍କ ଜମାନତ ମିଳିଥିବା ବିଷୟ ଏବେ  ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like