-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଝରିଗାଁ ବ୍ଲକରେ ଆମ ଓଡ଼ିଶା ନବିନ ଓଡ଼ିଶାର କାମରେ ମହାଦୁର୍ନୀତି

02-Nov-2024



ଝରିଗାଁ (ମିହିର ଶଙ୍କର ପାତ୍ର,)
ଆମ ଓଡ଼ିଶା,ନବୀନ ଓଡ଼ିଶା ରେ ଆସୁଥିବା ୨୦୨୩/୨୪ରେ ପ୍ରତ୍ୟେକ କାର୍ଯ୍ୟ ଗୁଡ଼ିକ ର ଅର୍ଥ କୁ ଆତ୍ମସାତ କରି  ନିମ୍ନ ମାନର  କାର୍ଯ୍ୟ କରି ମାଲେମାଲ ହେଇଛନ୍ତି  ସରକାରୀ ଯନ୍ତ୍ରୀ ଓ ଠିକାଦାର । ଏହାର ଗୋଟିଏ ଜୁଳନ୍ତା ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର  ଏକମ୍ବା "ଖ" ପଞ୍ଚାୟତର  ଗୋରମ୍ବା  ଗ୍ରାମଠାରେ ଏକ ଖେଳପଡିଆ ଷ୍ଟେଜ୍ ନିର୍ମାଣ କାର୍ଯ୍ୟରେ ୨୦୨୩-୨୪ ରେ କାର୍ଯ୍ୟ ସକାଶେ ୩ ଲକ୍ଷ ୫୦ ହଜାର ଟଙ୍କା ଆସିଥିଲା । ଗୋରମ୍ବା ଗ୍ରାମ ର ଲୋକମାନଙ୍କ କହିବା ଅନୁଯାୟୀ ୫୦ ହଜାର ମଧ୍ୟରେ ଏହି ଖେଳ ପଡିଆ ଷ୍ଠେଜ କରାଯାଇଛି।କିନ୍ତୁ ଏଠାରେ ଠିକାଦାର  ଓ ସରକାରୀ  ଯାନ୍ତ୍ରୀ ଙ୍କ ମଧୁଚନ୍ଦ୍ରିକାରେ  ନିମ୍ନମାନର ଷ୍ଟେଜ ନିର୍ମାଣ କରାଯାଇଛି।  ହେଲେ ବର୍ତ୍ତମାନ ପ୍ରଶ୍ନ ଉଠୁଛି ଝରିଗାଁ ବ୍ଳକ ରେ  ନିମ୍ନମାନର କାର୍ଯ୍ୟ କରି ସରକାରୀ ଯନ୍ତ୍ରୀ ଓ ଠିକାଦାର ମାନେ କିଭଳି ସରକାରୀ ଅର୍ଥକୁ  ହରି ଲୁଟ କରି ନେଇଛନ୍ତି  ।  ପୂର୍ବତନ ସରକାର ଥିବା ସମୟରେ ଝରିଗାଁ ବ୍ଳକ ରେ  ଶୈଚାଳୟ ନିର୍ମାଣ ରେ  ଆସିଥିବା ଅର୍ଥ ଗୁଡ଼ିକୁ  ବ୍ୟାପକ ଭାବରେ ସରକାରୀ ଯନ୍ତ୍ରୀ ଓ ଠିକାଦାର ମାନେ ଟଙ୍କା ଆତ୍ମସାତ କରିଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେଇଥିଲା। ଝରିଗାଁ ବ୍ଳକ ରେ ୨୩-୨୪ ରେ ଆସିଥିବା ଆମ ଓଡ଼ିଶା ନବିନ ଓଡ଼ିଶା  କାର୍ଯ୍ୟ ଗୁଡ଼ିକ ରେ ଆସିଥିବା ପ୍ରତ୍ୟେକ କାର୍ଯ୍ୟ ଗୁଡ଼ିକ ଉପରେ ଜିଲ୍ଲା ପ୍ରଶାସନ ହସ୍ତକ୍ଷେପ କରି ଏହାର ତଦନ୍ତ କରିବା ସହ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ରେ ଆସିଥିବା ସରକାରୀ ଅର୍ଥ କୁ ହେରଫେର କରିଥିବା ସରକାରୀ ଯନ୍ତ୍ରୀ, ଜି଼ ଆର୍ ଏସ ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କରିବାକୁ ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like