-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୩୬ତମ କଲରାକୋଠା କାଳୀପୂଜା ତୃତୀୟ ସଂଧ୍ୟା– ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକ ମଞ୍ଚସ୍ଥ

02-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲl କଣ୍ଟାମାଳ ବ୍ଳକ କଲରାକୋଠା ୟୁଥ ଫ୍ରେଣ୍ଡସ ଆସୋସିଏସନ ଦ୍ୱାରା ଆୟୋଜିତ ୩୬ତମ ଶାରଦୀୟ କାଳୀପୂଜା ର ତୃତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାର ର ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ନାରଦଙ୍କ ପରାମର୍ଶ କ୍ରମେ ମହିଷାସୁରଙ୍କ ଯମପୁର ଆକ୍ରମଣ ଏବଂ ଯମ ଙ୍କୁ ପରାସ୍ତ କରି ସଂଜୀବନୀ ପ୍ରାପ୍ତ ନାଟକ ମଞ୍ଚସ୍ଥ ହୋଇଛି l   ତୃତୀୟ ସନ୍ଧ୍ୟାରେ ଆୟୋଜିତ ମହିଷାଶୁର ଦରବାରରେ ରାଜକୀୟ ମୁଖ୍ୟଅତିଥିଭାବେ ବୌଦ୍ଧ କଣ୍ଟାମାଳ ଥାନାଧିକାରୀ ଭାବାନନ୍ଦ

ପ୍ରଧାନ ଓ ସମ୍ମାନୀତ ଅତିଥିଭାବେ କଣ୍ଟାମାଳ ପଞ୍ଚାୟତ ମହାବିଦ୍ୟାଳୟ ଅଧ୍ୟକ୍ଷ ପଟ୍ଟନାୟକ, ଅଧ୍ୟାପକ ସାଗର ବଗର୍ତ୍ତୀ,ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ଓ ବରିଷ୍ଠ ସାମ୍ବାଦିକ ଜୟ କୁମାର ମହାରଣା ପ୍ରମୁଖ ଯୋଗଦେଇ ସାନ୍ଧ୍ୟ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଗ୍ରାମାଞ୍ଚଳ ରେ ଆୟୋଜିତ ଏହି ବିରାଟ କାର୍ଯ୍ୟକ୍ରମର ଉଦ୍ୟକ୍ତା ମାନଙ୍କ ପ୍ରଚେଷ୍ଠାକୁ ପ୍ରଶଂସା କରିଥିଲେ l  ମହିଷାସୁର ଦରବାର ରେ ଆୟୋଜିତ ରଙ୍ଗସଭା କୁ ଆଇନଜିବୀ ମନୋଜ ଶର୍ମା ପରିଚାଳନା କରିଥିବାବେଳେ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ପ୍ରମୁଖ ସହଯୋଗ କରିଥିଲେ   l  ସୁବାସ ରଥ ପୂଜକ ଓ ସୋମନାଥ ଗୁରୁ ଏବଂ କର୍ଣ୍ଣ ସାହୁ ସହଯୋଗୀ ଭାବେ ଦାୟିତ୍ୱ ତୁଲାଇଛନ୍ତି କl  l   ଦ୍ୱିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ମହିଷାସୁରଙ୍କ ସ୍ବର୍ଗପୁର ଆକ୍ରମଣ ନାଟକରେ

ମହିଷାଶୁର ଭୂମିକାରେ ଅଭିନୟ କରୁଥିବା ଭୁବନେଶ୍ୱର ପ୍ରଧାନ ଙ୍କ ଉଚ୍ଚ କୋଟିର ଅଭିନୟ କୁ ସାଧାରଣରେ ଭୁୟସୀ ପ୍ରଶଂସା କରିଥିଲେ  l  ନାଟକରେ ଜଗନ୍ନାଥ ସାହୁ -ନାରଦ, ରବୀନ୍ଦ୍ର ଭୁଏ -ମନ୍ତ୍ରୀ, ଜଗବନ୍ଧୁ ମହାଲିଙ୍ଗ, ଅନିଲ ପୁଟେଲ-ସେନାପତି, ଗଙ୍ଗା -ଚଣ୍ଡ ଡାକ୍ତର -  ମୁଣ୍ଡ ଭାବେ ଅଭିନୟ କରିଥିଲେ  l   ପୋଲିସ ଓ ପୂଜା କମିଟି ସଦସ୍ୟଙ୍କ ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like