-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ମାସକ ମଧ୍ୟରେ ତୃତୀୟଦନ୍ତା ହତ୍ୟା ଘଟଣା, ବୁଢାହାତୀମାନେ ବାର୍ହା ଫାଶରେ ମରୁଛନ୍ତି

03-Nov-2024



ବଲାଙ୍ଗୀର(ମଳୟ ମିଶ୍ରଙ୍କ ରିପୋର୍ଟ) ବଲାଙ୍ଗୀର ବନଖଣ୍ଡର ଲଗାତାର ତିନୋଟି ବଣୁଆ ଦନାହାତୀ ହତ୍ୟା ଘଟଣା ଚାଞ୍ଚଲ୍ଯ ସୃଷ୍ଟିଛି । ସେହିଦିନ ବଲାଙ୍ଗୀର ଜିଲ୍ଲାଗସ୍ତରେ ଆସି ଠିକ୍ ସେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାଟଣାଗଡ ରାଜଖମାରରେ ଉପମୁଖ୍ଯମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ବାସବଭନରେ ମଧ୍ୟାହ୍ନଭୋଜନ କରୁଥିବା ବେଳେ ଅଳ୍ପଦିନ ତଳେ ସେଇ ଲରମ୍ଭା ସେକସନ୍ ରେ ଯାଇ ବୃକ୍ଷରୋପଣରେ ମହାଦୁର୍ନୀତି ଅଭିଯୋଗରେ ହଙ୍ଗାମା କରିଥିବା ଓ ସେହି ଘଟଣାରେ ଜଣେ ଫରେଷ୍ଟର ପ୍ରିୟବ୍ରତ ନାଏକଙ୍କୁ ସଙ୍ଗେ ସଙ୍ଗେ ନିଲମ୍ବନ କରାଯାଇଥିବା ସତ୍ତ୍ୱେ ସ୍ଥାନୀୟ ବିଧାୟକ କନକବର୍ଦ୍ଧନ ସିଂହଦେଓ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କର୍ଣ୍ଣଗୋଚର କରିଥିଲେ କି ବୋଲି ଜନସାଧାରଣଙ୍କ ପକ୍ଷରୁ ପ୍ରଶ୍ନ ଉଠିଛି । 

କୌତୁହଳର ବିଷୟ ଯେ, ବନଖଣ୍ଡର ବିଭିନ୍ନ ଅଞ୍ଚଳରେ ଚୋରାବିଦ୍ୟୁତ୍ ବାର୍ହାଫାଶରେ ବାରମ୍ବାର ହାତୀମୃତ୍ୟୁର ଗୋଟିଏ କାରଣ ଧରାପଡି ୫ ଜଣ ଚୋରାଶିକାରୀ ଗିରଫ ହୋଇଥିଲା ବେଳେ ପରବର୍ତ୍ତୀ ପୁରୁଣାପାଣି ସୁଲିଆଘାଟୀର ଦନ୍ତାମୃତ୍ୟୁ ସହ ଗତକାଲି ପାଟଣାଗଡ ରେଞ୍ଜ୍ ଲରମ୍ଭା ସେକ୍ ସନ୍ ଠେଲକୋଛାପର ବିଟ୍ ଅନ୍ତର୍ଗତ ଗଡିଆଯୋର ଗାଁ'ର ଡ୍ୟାମ୍ ନିକଟରେ ଏଲ୍ ଆଇ ପଏଣ୍ଟ୍ ରୁ ଚୋରି ବିଦ୍ୟୁତ୍ ତାରରେ ଲାଗି ମୃତ ତୃତୀୟ ଦନ୍ତାହାତୀର ମୃତ୍ୟୁକୁ ବନବିଭାଗ ବୃଦ୍ଧାବସ୍ଥାର ସ୍ବାଭାବିକ୍ ମୃତ୍ୟୁ ବୋଲି ସଫେଇ ଦେଉଛି !  ସମ୍ପୃକ୍ତ ଫରେଷ୍ଟର କୁଆଡେ ଏହା କହିଥିବା ପ୍ରକାଶ ।  ଉକ୍ତ ହାତୀ ମରିଥିବାର ଖବର ଗତକାଲି ଦିନ ୧୦ଟା ସୁଦ୍ଧା ବନବିଭାଗ ପାଖରେ ନଥିଲା । ସୁଲିଆମାଲ୍ ଓ ଗଡିଆଯୋରର ଗ୍ରାମବାସୀଙ୍କ ଠାରୁ ଖବରପାଇ ପ୍ରାୟ ୧୨ ଟାବେଳେ ଡିଏଫଓ ସୁଦର୍ଶନ ବେହେରା ପାଟଣାଗଡ ରେଞ୍ଜର ଆନନ୍ଦ ଚନ୍ଦ୍ର ବିଶି, ଫରେଷ୍ଟର ବିରଞ୍ଚି କୁମ୍ଭାର, ଲୋକଙ୍କ କହିବାନୁଯାୟୀ ପ୍ରାୟତଃ ପାଟଣାଗଡରେ ରହୁଥିବାରୁ ଏହି ହାତୀମୃତ୍ୟୁର ଖବର ଦେଇ ନଥିବା  ମହିଳା ଫରେଷ୍ଟ୍ ଗାର୍ଡ ସ୍ବର୍ଣ୍ଣଲତା ଭୋଇ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏଇ କିଛିସମୟ ପୂର୍ବରୁ ବଲାଙ୍ଗୀର ଏସିଏଫ୍ ଜିତେନ୍ଦ୍ର ସାହୁ କାଲି ଖବର ପ୍ରକାଶ ପରେ ଜଣେ ସାମ୍ବାଦିକଙ୍କୁ ' ଏହା ଏଲ୍ ଆଇ ପଏଣ୍ଟ୍ ରୁ ବିଦ୍ୟୁତ୍ ଚୋରି କରି କି ? ' ବୋଲି ପଚାରୁଥିବା ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like