-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||     

HOME   ଜିଲ୍ଲା

ନବ ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସିନାପାଲି ଶିକ୍ଷା ବିଭାଗ ପକ୍ଷ ରୁ ସ୍ବାଗତ

03-Nov-2024



(ଡୋଲେଶ୍ଵସର  ବାଗ )
 ନୂଆପଡ଼ା ଜିଲ୍ଲା ସିନାପାଲି ଶିକ୍ଷା ବିଭାଗ ତରଫରୁ ନବ ନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଶନିବାର ସ୍ବାଗତ କରାଯାଇଛି। ଶିକ୍ଷାଧିକାରୀ ଯତିନ୍ଦ୍ର କୁମାର ସେଠ ଅଧ୍ଯକ୍ଷତାର ଏନେଇ ସ୍ଥାନୀୟ ନିଲଜୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟ ଠାରେ ଅନୁଷ୍ଠିତ ସ୍ବାଗତ ସଭାରେ ମୁଖ୍ଯ ଅତିଥି ଭାବରେ ଏବିଇଓ ପ୍ରଦୀପ କୁମାର ପଣ୍ତା ଓ ସମ୍ମାନିତ ଅତିଥି ଭାବରେ ବିଭାଗୀୟ ସେକ୍ସନ୍ ଅଫିସର କମଳ ଚରଣ ମାଝୀ, ବରିଷ୍ଠ ଶିକ୍ଷକ ସତ୍ଯବ୍ରତ ଗହୀର, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରସନ୍ନ କୁମାର ମାଝୀ ଯୋଗଦେଇ ଉପସ୍ଥିତ ଶିକ୍ଷକଙ୍କୁ ମାର୍ଗଦର୍ଶନ କରିଥିଲେ ା ପ୍ରାରମ୍ଭରେ ନିଲଜୀ ସିଆରସିସି ରାକେଶ ମିଶ୍ର ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ବ୍ରାହ୍ମଣୀଗୁଡ଼ା ସିଆରସିସି ଖଗେଶ୍ୱର ନିଆଲ ସଭା ପରିଚାଳନା କରିଥିଲେ ା ଏହା ପରେ ନବନିଯୁକ୍ତ ଶିକ୍ଷକଶିକ୍ଷୟିତ୍ରୀ ନିଜନିଜ ପରିଚୟ ପ୍ରଦାନ କରିଥିବା ବେଳେ ସେମାନଙ୍କୁ ଶିକ୍ଷା ବିଭାଗ ତରଫରୁ ସ୍ୱାଗତ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ଯାୟ ବୈଠକରେ ସିଆରସିସି ମହେଶ୍ୱର ଗୁଆଲ, କ୍ଷିରସିନ୍ଦୁ ମେହେର ଓ ଖଗେଶ୍ୱର ନିଆଲ ଶିକ୍ଷାବିଭାଗର ବିଭିନ୍ନ ନୀତିନିୟମ ବିଷୟରେ ଅବଗତ କରାଇଥିଲେ। କାର୍ଯ୍ଯକ୍ରମରେ ସିନାପାଲି ବ୍ଲକର ନବନିଯୁକ୍ତ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026

You Might Also Like