-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଡିପିସି ଅଫିସରେ କରିତକର୍ମା କିରାଣୀ ବାବୁ ଜଣକ କିଏ ? 

06-Jan-2021



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲାରେ ଦୁର୍ନୀତି ବିଭାଗ ଦିନକୁ ଦିନ ତାର କାୟା ମେଲାଇ ଚାଲିଛି । ଇତି ମଧ୍ୟରେ ଅନେକ ଦୁର୍ନୀତିଖୋର କିରାଣୀ ଓ ଅଫିସର ମାନଙ୍କୁ ଛନ୍ଦି ଉଚିତ ଶିକ୍ଷା ଦେଇସାରିଛି । ଧନ୍ୟବାଦ ଦୁର୍ନୀତି ବିଭାଗର ସମସ୍ତ ଅଧିକାରୀ ତଥା ଅଧସ୍ଥନ କର୍ମଚାରୀ ଯେଉଁ ମାନେ ରାତି ଦିନ ଅକ୍ଲାନ୍ତ ପରିଶ୍ରମ କରି ଦୁର୍ନୀତିର ମୂଳପୋଛ କରିବା ପାଇଁ ଅଂଟା ଭିଡିଛନ୍ତି । 
  ଇତି ମଧ୍ୟରେ ବଲାଙ୍ଗୀର ଜିଲ୍ଲାରେ ଶିକ୍ଷା ବିଭାଗ, ସମବାୟ ବ୍ୟାଙ୍କ, ଟାଉନ ପ୍ଲାନିଙ୍ଗ ଅଫିସ, ବିଦ୍ୟୁତ ବିଭାଗ ତଥା ବ୍ଲକରେ କାର୍ଯ୍ୟରତ ପିଇଓଙ୍କୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଅତର୍କିତ ଭାବରେ ଧରାଯାଇ ଠୁଳ କରିଥିବା ଆୟବର୍ହିଭୁତ ସଂପତ୍ତି ଆକଳନ କରି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଇଥିବା ଯୋଗୁଁ ଜିଲ୍ଲାରେ ଦୁର୍ନୀତିଖୋରଙ୍କ ମନରେ ଆତଙ୍କ ଖେଳିଯାଇଛି । 
    ପ୍ରକାଶ ଥାଉକି, ଗତ ୨ଠଠ୮-ଠ୯ ମସିହାରେ ଦୁର୍ନୀତି ନିବାରଣ ବିଭାଗ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସର୍ବ ଶିକ୍ଷା ଅଭିଯାନ କୁ ଆସି ଗଣଶିକ୍ଷକ ନିଯୁକ୍ତି ସଂକ୍ରାନ୍ତୀୟ ସମସ୍ତ କାଗଜପତ୍ର ନେଇ ଚାଲିଯାଇଥିଲେ । ସେହି ଦିନ ଠାରୁ ଆଜି ପର୍ଯ୍ୟନ୍ତ ନିଯୁକ୍ତିର ତଦନ୍ତ କେଉଁ ଦିଗକୁ ଯାଇଛି, ତାହାକୁ ନେଇ ସମସ୍ତେ ସନ୍ଦିହାନ । ସୂଚନାମତେ ସରକାରଙ୍କ ଗାଇଡଲାଇନ୍ ଅନୁଯାୟୀ ସେହି ସମୟରେ ଇଜିଏସ୍ ଶିକ୍ଷକ ମାନଙ୍କୁ ଗଣଶିକ୍ଷକ ଭାବରେ ରୂପାନ୍ତରିତ କରାଯାଇଥିଲା । ତେବେ ଏଠାରେ ପ୍ରଶ୍ନ ଉଠେ, ଯେତେ ଇଜିଏସ୍ ଶିକ୍ଷକ ଶିକ୍ଷୟିତ୍ରୀ ଥିଲେ ତାଠାରୁ ଅଧିକ ସଂଖ୍ୟାରେ ଗଣଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଲେ କିପରି?  ପରେ ପରେ  ଭିଜିିଲାନ୍ସ ବିଭାଗ  ତତ୍ପର ହୋଇ ଡିପିସି ଅଫିସକୁ ଆସି ଏ ସଂକ୍ରାନ୍ତୀୟ ସମସ୍ତ କାଗଜପତ୍ର ନେଇ ତାଙ୍କର କାମ ସାରି ଦେଇଥିଲେ । ଏହାର ସୁଯୋଗ ନେଇ ଏଥିରେ ସଂପୃକ୍ତ କିରାଣୀ ବର୍ତ୍ତମାନ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟା ଚାଲୁ ରଖିଥିବା ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ଉପରୋକ୍ତ କିରାଣୀଙ୍କ ନାମରେ ନିଯୁକ୍ତି ପ୍ରକ୍ରିୟାକୁ ନେଇ ଅନେକ ପ୍ରଶ୍ନ ଉଠିଥିବା ତଥା ଭିଜିଲାନ୍ସ ବିଭାଗ ତତ୍ତ୍ୱାବଧାନରେ କେଶ ବିଚାରାଧୀନ ଥିବା ବେଳେ ତାଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ନିଯୁକ୍ତି ସଂପର୍କିତ କାର୍ଯ୍ୟ ନ୍ୟସ୍ତ କରାଯାଇଛି କିପରି , ତାହା ଏକ ବଡ ପ୍ରଶ୍ନ ।   ବିଭାଗୀୟ ବାବୁ ମାନେ ଏହି କରିତକର୍ମା କିରାଣୀଙ୍କୁ ଉତ୍ସାହିତ କରୁଥିବା ଜଣାପଡିଛି । କିରାଣୀଙ୍କ ନାମରେ ଏକାଧିକ ଅଭିଯୋଗ ଥିବା ସତ୍ତ୍ୱେ ତାଙ୍କୁ କେଉଁ ଭରଷାରେ ପୁଣି ନିଯୁକ୍ତି ପ୍ରକ୍ରିୟାର ମଙ୍ଗ ଧରାଇ ଦିଆଯାଇଛି, ଏହା ଡିପିସି ମାନଙ୍କ ସ୍ୱଚ୍ଛତା ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଦୁର୍ନୀତି ନିବାରଣ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଦଶନ୍ଧି ଧରି ସରକାରୀ ନାଲି ଫିତା ତଳେ ପଡିରହିଥିବା ଫାଇଲ୍ ର ତଦନ୍ତ କରି ଯଥାଶୀଘ୍ର ଦୋଷୀ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଆଗାମୀ ଦିନରେ ଶିକ୍ଷାବିଭାଗ   ଦୁର୍ନୀତିର କଳଙ୍କରୁ ମୁକ୍ତ ହୋଇ ପାରନ୍ତା ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା