-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଣ୍ତରାମାଲି ସମାଜର ନୂଆଖାଇ ଭେଟଘାଟ।

03-Nov-2024



ସିନାପାଲି (ଚିନ୍ତାମଣି  ନେତାମ )
 ଖଡିଆଳ ଆଞ୍ଚଳିକ ପଣ୍ତରାମାଲି ସମାଜ ତରଫରୁ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ସିଙ୍ଗଝର ଠାରେ ପଣ୍ତରାମାଲି ଆଞ୍ଚଳିକ ସେବା ସଂଘ ଖଡିଆଳର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ଯକ୍ରମ  ପଣ୍ତରାମାଲି ଆଞ୍ଚଳିକ ସେବା ସଂଘ ଖଡିଆଳ ସଭାପତି ଗୋଦାବରୀ ନାଏକ ଙ୍କ ସଭାପତିତ୍ୱରେ   ଭୂତେଶ୍ୱର ନାଏକ ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ ଅତିଥି ମାନେ  ଦିପ ପ୍ରଜ୍ବଳିତ କରିଥିଲେ। ସେଠାରୁ ପ୍ରାରମ୍ଭିକ ସଙ୍ଗୀତ ଗାନ ଭୂମିସୁତା ଓ ସାଥି କରିଥିବା ବେଳେ ଝରଣା ନାଏକ ଓଡିଶୀ ନୁତ୍ୟ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ପୂର୍ବତନ ସଭାପତି ପଣ୍ତରାମାଲି ସମାଜ ର ଉପେନ୍ଦ୍ର ଧାକଡ, କଲାହାଣ୍ଡି ପଣ୍ତରାମାଲି ସମାଜ କୁଲପତି ପ୍ରକାଶ ଚନ୍ଦ୍ର ନାଏକ, ଛତିଶଗଡ଼ ପଣ୍ତରାମାଲି ସମାଜ ସଭାପତି ନିଲକଣ୍ଠ ବିଶି, ପୂର୍ବତନ ବିଆରସିସି ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ପୁରୁଷୋତ୍ତମ ପାରି, କେସିଙ୍ଗା ମହାବିଦ୍ୟାଳୟ ଅଧ୍ଯାପକ ବୈଲୋଚନ ନାଏକ, କଲାହାଣ୍ଡି ପଣ୍ତରାମାଲି ସମାଜ ଯୁବ ବାହିନି ସଭାପତି ଦୁର୍ଗା ପ୍ରସାଦ ନାଏକ, ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ଯକ୍ଷା ହିମାନ୍ଦ୍ରି ନାଏକ, ପୂର୍ବତନ ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ପ୍ରେମଲାଲ ନାଏକ, ଗୋଲାମୁଣ୍ଡା ପୂର୍ବତନ ବ୍ଲକ ଅଧ୍ଯକ୍ଷ ତୁଲେଶ୍ୱର ନାଏକ, ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ଆଦିତ୍ୟ ସାହା, ନୂଆପଡା ନେସନାଲ ହାଇସ୍କୁଲ ପୂର୍ବତନ ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ନାଏକ, ଖଡିଆଳ ପଣ୍ତରାମାଲି ସମାଜ କୁଲପତି ଡିଙ୍ଗର ନାଏକ, ସିଙ୍ଗଝର ପଣ୍ତରାମାଲି ସମାଜ ସଭାପତି ଚନ୍ଦ୍ର ଶେଖର ନାଏକ, ଖଡିଆଳ ପଣ୍ତରାମାଲି ସମାଜ ସମ୍ପାଦକ ସେବକରାମ ପାତ୍ର, ସିନାପାଲି ପଣ୍ତରାମାଲି ସମାଜ ଯୁବ ବାହିନି ସଭାପତି ବ୍ରଜ ସୁନ୍ଦର ନାଏକ, ବୋଡେନ ପଣ୍ତରାମାଲି ସମାଜ ଯୁବ ବାହିନି ସଭାପତି ପୁରନ୍ଦର ନାଏକ, ଖଡିଆଳ ପଣ୍ତରାମାଲି ସମାଜ ଯୁବ ବାହିନି ସଭାପତି କେଦାର ବିସି ପ୍ରମୁଖ ମଞ୍ଚାସୀନ ଥିଲେ।ସ୍ୱାଗତ ଅଭିଭାଷଣ ଗୋଦାବରୀ ନାଏକ କରିଥିବା ବେଳେ ଗିରିଶ ଚନ୍ଦ୍ର ନାଏକ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ପରେ ସେବକରାମ ପାତ୍ର ବିବରଣୀ ପଠନ କରିଥିଲେ। ସେଠାରୁ କ୍ରୁତିତ୍ୟ ହାସଲକାରୀ ଙ୍କୁ ସମ୍ୱର୍ଦ୍ଧନା କରାଯାଇଥିବା ବେଳେ ସେଠୁ ଅତିଥି ମାନେ ନିଜ ନିଜ ଅଭିଭାଷଣ  ପ୍ରକାଶ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିବା ବେଳେ ଶେଷରେ ପଦ୍ମଲୋଚନ ନାୟକ ଧନ୍ୟବାଦ  ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like