-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଚାଷୀ ମୁହଁରେ ହସ ଫୁଟିଲା ଖାଉଟି ଅଦାଲତରେ ଚକରକେନ୍ଦ୍ ଚାଷୀଙ୍କ ସପକ୍ଷରେ ନିର୍ଦ୍ଦେଶ: ଚାଷୀଙ୍କ କ୍ଳେମ ରାଶି ସହ କ୍ଷତିପୂରଣ ଦେବାକୁ ଫସଲବୀମା କମ୍ପାନୀ ଏଚ୍ ଡିଏଫସି ଇରଗୋ କୁ ନିର୍ଦ୍ଦେଶ

03-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଖରିଫ -୨୦୨୧ ରେ ହୋଇଥିବା କ୍ଷୟକ୍ଷତି ର ଫସଲବୀମା କ୍ଳେମ ପାଇବେ ବରଗଡ଼ ବ୍ଲକ ଚକରକେନ୍ଦ୍ ପଂଚାୟତର ୨୫ ଜଣ ଚାଷୀ। ଜିଲ୍ଲା ଖାଉଟି ଅଦାଲତର ନିର୍ଦେଶ ଅନୁସାରେ ସମ୍ପୃକ୍ତ କମ୍ପାନୀ ଏଚ୍ ଡିଏଫସି ଇରଗୋ କୁ ଚାଷୀ ମାନଙ୍କ ସମ୍ ଏସିଓଡ ଟଙ୍କା ସହ କ୍ଷତି ପୂରଣ ରାଶି ଗୋଟିଏ ମାସ ମଧ୍ୟରେ ପଇଠ କରିବାକୁ କୁହାଯାଇ ଥିବା  ସୂଚନା ଦେଇଛନ୍ତି ଆଇନଜୀବି ସୁରେନ୍ଦ୍ର ପଣ୍ଡା। ଯଦି ସମସ୍ତ ଟଙ୍କା ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ନମିଳେ ତାହାଲେ ବାର୍ଷିକ ୧୨% ସୁଧ ଅଧିକ ଦେବାକୁ ପଡିବ ବୋଲି ଅଦାଲତ ନିର୍ଦେଶ ଦେଇଥିବା ଶ୍ରୀ ପଣ୍ଡା ଓ ଚାଷୀ ମାନେ ଉପସ୍ଥିତ ରହି ଏକ ସାମ୍ବାଦିକ ସମ୍ମିଳନୀ ରେ କହିଛନ୍ତି। ୨୦୨୧ ଖରିଫ ରେ ଚାଷୀ ମାନେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ପ୍ରିମିୟମ ପଇଠ କରି ବୀମା ଭୁକ୍ତ ହୋଇଥିଲେ ସେହି ବର୍ଷ ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଚକରକେନ୍ଦ୍ ପଂଚାୟତରେ ଧାନ ଚାଷ ସାଙ୍ଘାତିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା ଯାହାର ସର୍ଭେ ମିଳିତ ଭାବେ କମ୍ପାନୀ ଓ ସରକାର ଙ୍କ ତରଫରୁ କରାଯାଇଥିଲା କିନ୍ତୁ ଅନ୍ତିମ ସମୟରେ ଚକରକେନ୍ଦ୍ ପଂଚାୟତ ବାଦ ପଡ଼ି ଯାଇଥିଲା ଏହାକୁ ଚେଲେଞ୍ଜ କରି ଚାଷୀ ମାନେ ଖାଉଟି ଅଦାଲତ ରେ କେଶ୍ ଦାୟର କରିଥିଲେ ଯାହାକି ଗତ ୨୯ ଅକ୍ଟୋବର ରେ ଚାଷୀଙ୍କ ସପକ୍ଷରେ ଅଦାଲତ ନିର୍ଦେଶ ଦେଇଛନ୍ତି । ଚକରକେନ୍ଦ୍ ପଂଚାୟତର ୫୪. ୪୩% କ୍ଷତି ହୋଇଥିବା ତଥ୍ୟ କୁ ଅଦାଲତ ସଂଜ୍ଞାନ ନେଲା ଏହି ମାମଲା ରେ ୨୫ ଜଣ ଚାଷୀଙ୍କ ମୋଟ ୫୧, ୮୯୭୬୬ ଟଙ୍କା ସମ୍ ଏସିଓଡ ହୋଇଥିଲା। ଶ୍ରୀ ପଣ୍ଡା ଙ୍କ କହିବା ଅନୁସାରେ ଯଦି କମ୍ପାନୀ ଅପିଲ କରେ ତାହେଲେ ମୋଟ ଅଙ୍କ ର ୫୦% ଟଙ୍କା ପ୍ରଥମେ ସରକାରୀ ତହବିଲ ରେ ଜମା କରିବାକୁ ପଡିବ ଓ ୧୨% ଲେଖା ସୁଧ ଦେବାକୁ ପଡିବ ଯାହାକି କ୍ଷତି ର ବ୍ୟାପାର ତେଣୁ ଏହାକୁ ଏଡାଇ ଦେଇ ଚାଷୀଙ୍କୁ ସିଧାସଳଖ ଦେଇ ଦେଲେ ଉତ୍ତମ ହେଵ। ଏହି ସାମ୍ବାଦିକ ସମ୍ମିଳନୀ ରେ ଚାଷୀ ମାନଙ୍କ ମଧ୍ୟରୁ ଘନଶ୍ୟାମ ସାହୁ, ମନୋରଞ୍ଜନ ଭୁଏ, ବିଭୁତି ଭୋଇ, ପ୍ରଦୀପ ଭୋଇ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like