-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା କୁ ଦିନିକିଆ ଗସ୍ତରେ ଓଡ଼ିଶା ସ୍କୁଲ ଗଣ ଶିକ୍ଷା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

03-Nov-2024



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା କୁ ଦିନିକିଆ ଗସ୍ତରେ ଓଡ଼ିଶା ସ୍କୁଲ ଗଣ ଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଆସି ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ବିଶେଷ କରି  ସଙ୍ଗଠନ ପର୍ବ ଓ ଜିଲ୍ଲା କର୍ମଶାଳା ଯୋଗ ଦେଇଥିଲେ। ସକ୍ରିୟ ସଦସ୍ୟ ଅଭିଯାନ କୁ ବ୍ୟାପକ କରିବା ସହ  ବୁଥସ୍ତରିୟ ସଦସ୍ୟତା ଗ୍ରହଣ କାର୍ଯ୍ୟକୁ ବ୍ୟାପକ କରିବା ନେଇ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା,  ଖରୀଆର ରୋଡ ନଗର ଅଧ୍ୟକ୍ଷା ସୋନିଆ ଜୈନ, ରାଜ୍ୟ ଉପା ସଭାନେତ୍ରୀ ସୁକେଶି ଓରାମ, ଜିଲ୍ଲା ନିର୍ବାଚନ ଅଧିକାରୀ ଗୋବିନ୍ଦ ଜୈନ, ଜିଲ୍ଲା ସଭାପତି ସୁବ୍ରତ ଠାକୁର, ଜିଲ୍ଲା ସଦସ୍ୟତା ଅଭିଯାନ ସଂଯୋଜକ ତୁଳସ ପଟେଲ, ବିଧାୟକ ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା , ହିତେଶ କୁମାର ବଗର୍ତ୍ତି ଙ୍କ ସମେତ ସମସ୍ତ ମଣ୍ଡଳ ସଭାପତି କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026

You Might Also Like