-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓ ଏ ଏସ ପାଇବା ପରେ ଅମ୍ବିକା ଭାରତୀ କୁ ସ୍ୱାଗତ ସମ୍ବର୍ଦ୍ଧନା କଲେ ଛତ୍ରିଆ ପରିବାର ଲୋକେ

03-Nov-2024



କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ,ଧର୍ମଗଡ଼ ବ୍ଲକ ତରାପୁର ପଞ୍ଚାୟତ, ଫୁଲିମୁଣ୍ଡା ଗ୍ରାମର ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଛତ୍ରିଆ ଓ ପ୍ରତିମା ଛତ୍ରିଆ ଙ୍କ ଏକମାତ୍ର ଝିଅ ସୁଶ୍ରୀ ଅମ୍ବିକା ଭାରତୀ ଛତ୍ରିଆ ଚଳିତ ବର୍ଷ ପ୍ରକାଶିତ ଓଏଏସ ପରୀକ୍ଷାରେ 463 ରେଙ୍କ ରଖି  କଳାହାଣ୍ଡି ଜିଲ୍ଲା ତଥା ଧର୍ମଗଡ଼ ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଗାଁ ପାଇଁ ଗୌରବ ଆଣିଥିବାରୁ ଅମ୍ବିକା ଙ୍କୁ ଫୁଲିମୁଣ୍ଡା ଛତ୍ରିଆ ପରିବାର ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏକ  ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ତାଙ୍କୁ ଗାଁ ମୁଣ୍ଡ ରୁ ସ୍ୱାଗତ ସମ୍ବର୍ଦ୍ଧନା କରିବା ସହ ଗାଁ ପରିକ୍ରମା କରିବା ସମୟରେ ଅନେକ ସ୍ଥାନରେ ମହିଳା ମାନେ ବନ୍ଧା ପଣା କରିଥିଲେ।

ଏକ ସମ୍ବର୍ଦ୍ଧନା ସଭା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଡବାପା ଧନମତଛତ୍ରିଆ, ହେମ ଛତ୍ରିଆ,ରାମl ରାଓ ଛତ୍ରିଆ, ଦେବରାଜ ଛତ୍ରିଆ, ଗଗନେ ସେଠିଆ, ସରସ୍ବତୀ ଛତ୍ରିଆ, ଲଷ୍ମୀ ଛତ୍ରିଆ, ମିତ୍ରଭାନୁ ଛତ୍ରିଆ, ସୁନନ୍ଦା ଛତ୍ରିଆ, ରୋହିତ ଛତ୍ରିଆ, ମରୁଆ ଛତ୍ରିଆ, ମିନତୀ ଛତ୍ରିଆ, ସାମ୍ବାଦିକ ଲଖଣ ଠାକୁର, ବନ୍ଧୁ ବାନ୍ଧବ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ଏବଂ ଗଗନେ ସେଠିଆ ସମସ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like