-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଚିତ୍ରଗୁପ୍ତ ପୂଜା ଓ କରଣ ସମାଜର ବାର୍ଷିକ ଅଧିବେଶନ

03-Nov-2024



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ  ସମିତି ତରଫରୁ  କରଣ ମାନଙ୍କ ଆରାଧ୍ଯ ଦେବତା ପ୍ରଭୁ ଚିତ୍ରଗୁପ୍ତଙ୍କ ପୂଜନୋତ୍ସବ ଅବସରରେ ସମିତିର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ  ନରସିଂହ ମନ୍ଦିର  ପରିସରରେ ଥିବା ଚିତ୍ରଗୁପ୍ତ ମନ୍ଦିର ପାଖରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ବେଳେ ବାର୍ଷିକ ଅଧିବେଶନରେ ସଭାପତିତ୍ବ କରିଥିଲେ ପ୍ରୀତମ କୁମାର ବକ୍ସି।ଅଖିଳ ଭାରତ କାୟସ୍ଥ ମହାସଭାର କାର୍ଯ୍ୟକାରିଣୀ ସଦସ୍ଯ  ବିକ୍ରମାନନ୍ଦ ବହିଦାର, ସଂପାଦକ ଅଶ୍ବିନୀ କୁମାର ପଟ୍ଟନାୟକ, କୋଷାଧ୍ୟକ୍ଷ ମାନସ ରଞ୍ଜନ ବହିଦାର ଉପସଭାପତି କାଞ୍ଚନମଣି ଦାନୀ ମଂଚାସୀନ ହୋଇଥିଲେ । ସଂପାଦକ ଅଶ୍ବିନୀ କୁମାର ପଟ୍ଟନାୟକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ  କୋଷାଧ୍ୟକ୍ଷ ମାନସ ରଞ୍ଜନ ବହିଦାର ବାର୍ଷିକ ଆୟବ୍ଯୟର ବିବରଣୀ ଉପସ୍ଥାପନ କରିଥିଲେ। ବଲାଙ୍ଗୀର ସହର ମଧ୍ଯରେ

ଏକ ଜାଗା ବ୍ୟବସ୍ଥା କରି ଅନୁଷ୍ଠାନ ର ଏକ ସଭାଗୃହ ତିଆରିବାକୁ ଓ ବର୍ଷ ତମାମ ବିଭିନ୍ନ  କାର୍ଯ୍ୟକ୍ରମ କରିବାକୁ  ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ ଯୋଗେଶ୍ବର ମହାନ୍ତି,ଗୌରଚରଣ ପୃଷେଠ,ଶ୍ରୀମତୀ ଧୀରା ବହିଦାର। ସପ୍ତାହ ବ୍ୟାପୀ ବିଭିନ୍ନ  ପ୍ରତିଯୋଗିତା ଅନୁଷ୍ଠିତ ହୋଇ ବାର୍ଷିକ ଅଧିବେଶନ ସଂଧ୍ୟାରେ  କୃତୀ ପ୍ରତିଯୋଗୀ ପ୍ରତିଯୋଗିନୀ ମାନଙ୍କୁ  ପୁରସ୍କୃତ କରାଯାଇଥିଲା।  ଏହି ଅବସରରେ ଚିତ୍ରାଙ୍କନରେ ରାଜ୍ୟସ୍ତରୀୟ କୃତୀତ୍ବ ପାଇଁ କୁମାରୀ ଦିବ୍ୟାଂଶୀ ମହାନ୍ତି ଓ ଜାତୀୟ ସ୍ତରରେ କାରାଟେ ଚମ୍ପିୟନସିପ ପାଇଁ  ଅନୁଷ୍କା ପଟ୍ଟନାୟକ ଙ୍କୁ ମାନପତ୍ର ,ଉପଢୌକନ ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like