-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବରପାଲିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

04-Nov-2024



ବରଗଡ଼/ବରପାଲି:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ, ଜିଲ୍ଲାପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ, ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡଙ୍ଗୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ତପନ କୁମାର ମହାନ୍ତି, ବରଗଡ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତି ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୨ ଗୋଟି  ଅଭିଯୋଗ ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଏବଂ ୧୮ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏତଦବ୍ୟତିତ ଓଡିଶା ଜରନାଲିଷ୍ଟ ଆସୋସିଏସନ୍, ବରଗଡର କର୍ମକର୍ତ୍ତା ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଏବଂ ଓଡିଶା ସାମ୍ବାଦିକଙ୍କ ପାଇଁ ପେନ୍‌ସନ୍‌ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ହସ୍ତାନ୍ତର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like