-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ରାତିଅଧିଆ ଗିରଫ୍ ଘଟଣା ର ପ୍ରତିବାଦ, ଆକ୍ରମଣକାରୀ ବିଡିଓ ଙ୍କୁ ତୁରନ୍ତ ଗିରଫ୍ ଦାବି କଲା ଏସ୍ ୟୁ ଜେ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଆଲୋଚନା

04-Nov-2024



ଭୁବନେଶ୍ବର/କଟକ(ପ୍ରେରଣାଖବର): "ଏସୟୁଜେ ଓଡ଼ିଶା" ସୁବର୍ଣ୍ଣପୁର ଜିଲ୍ଲା ସଭାପତି ତଥା ନିଉଜ-୭ ଜିଲ୍ଲା ପ୍ରତିନିଧି  ସାମ୍ବାଦିକ ଧିରେନ୍ଦ୍ର ଦାନୀଙ୍କୁ   ମରଣାନ୍ତକ ଆକ୍ରମଣ  କରିଥିବା ବିଡ଼ିଓ ସୌମ୍ୟରଞ୍ଜନ ସ୍ୱାଇଁ ଙ୍କୁ ତୁରନ୍ତ ଗିରଫ କରିବା, ଆଇନ ଉଲ୍ଲଂଘନ କରି ଆକ୍ରମଣର ଶୀକାର ଅଭିଯୋଗକାରୀ ଶ୍ରୀ ଦାନୀ ଙ୍କୁ ରାତି ଅଧରେ ସ୍ଥାନୀୟ ପୋଲିସ ଗିରଫ କରିବା ଘଟଣାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ ଏବଂ ଅତିରିକ୍ତ ଡିଜିପି

ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ଘଟଣା ସମ୍ପର୍କରେ ସବିଶେଷ ଆଲୋଚନା ହୋଇଥିଲା। ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳରେ ରାଜ୍ୟ ଉପସଭାପତି ବାସୁଦେବ ତ୍ରିପାଠୀ, ଏସୟୁଜେ ସାମ୍ବାଦିକ କଲ୍ୟାଣ ପାଣ୍ଠି ଅଧ୍ୟକ୍ଷ ଗଗନ ବିହାରୀ ସାହୁ, ମୁଖ୍ୟ କାର୍ଯ୍ୟନିର୍ବାହୀ ଯୋଗାଯୋଗ ଶଶୀଭୂଷଣ ଷଡ଼ଙ୍ଗୀ , ରାଜ୍ୟ ସମ୍ପାଦକ ଶିବାଶିଷ ମହାନ୍ତି, ରାଜ୍ୟ କୋଷାଧ୍ୟକ୍ଷ ଟୁନା ଜେନା, କଟକ ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ପ୍ରଧାନ, ନିବେଦିତା ସିଂ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସୁର ନାରାୟଣ ସାହୁ, ଜାତୀୟ ପରିଷଦ ସଭ୍ୟ ସରୋଜ କୁମାର ଓଝା, ଯାଜପୁର ଜିଲ୍ଲା ସଭାପତି ସୁବାଷ ଧଳ, ସାଧାରଣ ସମ୍ପାଦକ ଅବିନେଶ୍ଵର ଶତପଥୀ, ଧିରେନ୍ଦ୍ର ସାହୁ, ବିଷ୍ଣୁ ଚରଣ ନାୟକ, ଶୁଭେନ୍ଦୁ ସାମଲ,ଆକାଶ ଦାସ ପ୍ରମୁଖ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like