-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ବାର୍ତ୍ତା ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

04-Nov-2024



ବରଗଡ଼/ପଦ୍ମପୁର:(ପ୍ରେରଣା)-ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପଶ୍ଚିମ ଓଡ଼ିଶା ବାର୍ତ୍ତା ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ପାଳନ ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଚିତ୍ରାଙ୍କନ, ସୁନ୍ଦର ହସ୍ତାକ୍ଷର ଓ ପ୍ରବନ୍ଧ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ବିଚାରକ ଭାବେ ଅକ୍ଷୟ କୁମାର ପଟେଲ, ନିରାକାର ପ୍ରଧାନ,ରମେଶ ସାହୁ, କ୍ଷୀରୋଦ ନାଥ ସାହୁ ଦାୟିତ୍ଵ ତୁଲାଇ ଥିବା ବେଳେ କଲ୍ୟାଣୀ ମିଶ୍ର, ମିନତୀ ପଟ୍ଟନାୟକ, ଚିତ୍ରା ଖର୍ସେଲ, ସୁକାନ୍ତ କିଶୋର ସାହୁ, ଦୁର୍ବାଦଳ ସାହୁ, ବିବେକାନନ୍ଦ ତୁରିଆ, କାହ୍ନୁ ଚରଣ ସାହୁ, ହରି ସାହୁ, ସଂଜୀବ ସାହୁ ପ୍ରମୁଖ ପରିଚାଳନା କରି ବିଚାରକ ଦାୟିତ୍ଵ ତୁଲାଇ ଥିବା ବେଳେ ଶିବାଶିଷ ପଟ୍ଟନାୟକ ଓ ଆଦିତ୍ୟ ତୁରିଆ ସହଯୋଗ କରିଥିଲେ। ଏଥିରେ ପଦ୍ମପୁର ସହରର ବିଭିନ୍ନ ବିଦ୍ୟାଳୟରୁ ୭୦ ଜଣ ଛାତ୍ରଛାତ୍ରୀ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଆସନ୍ତା ୧୭ ତାରିଖରେ ଆୟୋଜିତ ହେବାକୁ ଥିବା ବାର୍ଷିକୋତ୍ସବରେ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯିବା ନେଇ ପଶ୍ଚିମ ଓଡିଶା ବାର୍ତ୍ତା ସମ୍ପାଦକ ଡିଲେଶ୍ଵର ବାଗ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like