-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ନୁନିଆଁପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

04-Nov-2024



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ନୁନିଆଁପାଳି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯକ୍ରମ ରେ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିବା ବେଳେ ତାଙ୍କ ସହିତ ଆଗଲପୁର ଅତିରିକ୍ତ ତହସିଲଦାର ଶ୍ରୀ ଫାଲଗୁନ ଶବର ଓ ଆଗଲପୁର ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର ମଧ୍ୟ ଶିବିର ରେ ଉପସ୍ଥିତ ଥିଲେ l ଏହାସହ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଶ୍ରୀ ଦୁର୍ଗାପ୍ରସାଦ ମିଶ୍ର ଓ  ଅରବିନ୍ଦ   ମହାନ୍ତି ଉପସ୍ଥିତ ଥିଲେ l ବି ଏସ ଓ ଶ୍ରୀ ସୁଶାନ୍ତ ମହାକୁର, ସି ଡି ପି ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ l ଏହାସହ ବ୍ଲକ୍ ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିଥିଲେ । ବିଶେଷ କରି ବ୍ଲକ୍ ର ବିଭିନ୍ନ ବିଭାଗ ଯଥା ଜଳ ଓ ପରିମଳ, ଭତ୍ତା, ମନରେଗା, ଆବାସ ଗୃହ, ଘର ଡିହ, ମତ୍ସ୍ୟ, ପଶୁ,କୃଷି, ଉଦ୍ୟାନ , ରାସନ୍ କାର୍ଡ ଉପରେ ଅନେକ ଅଭିଯୋଗ ଆସିଥିବା ବେଳେ ଉକ୍ତ ବିଭାଗର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ସମସ୍ତେ ଉପସ୍ଥିତ ଥିଲେ। ଆଜିର ଜନ ଶୁଣାଣି ଶିବିରଟି ଅନେକ ବିଭାଗ ଉପରେ ଅଭିଯୋଗ ଦରଖାସ୍ତ ଗ୍ରହଣ ହୋଇଥିଲା l

ଅଭିଯୋଗ ଶୁଣାଣୀ ଶିବିର ସରିଲା ପରେ ମଧ୍ୟ ବହୁ ଲୋକ ଶିବିର କୁ ଆସୁଥିବାର ଦେଖିବାକୁ ମିଳିବା ସହ ଅନେକ ଲୋକ ଦରଖାସ୍ତ ଦେଇ ଯାଉଥିବା ବେଳେ ଅନେକ ଲୋକ ଫେରି ଯାଉ ଥିବାର ମଧ୍ୟ ଦେଖିବାକୁ ମିଳିଥିଲା l ବିଶେଷ କରି ପ୍ରଧାନମନ୍ତ୍ରୀ ଆବାସ, ଗୃହ ଉପରେ ସର୍ବ ମୋଟ 214 ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ଅନ୍ୟାନ୍ୟ ଉପରେ 56 ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ସୂଚନା ଦେଇଛନ୍ତି l ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିର ରେ ପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ସାହୁ ଙ୍କ ସହିତ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ସମିତି ସଭ୍ୟ, ଗ୍ରାମ ରୋଜଗାର ସେବକ, ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉପସ୍ଥିତ ରହି ସମ୍ପୂର୍ଣ୍ଣ ମିଳିଥିବା ବେଳେ ଅନେକ ଲୋକ ଅଭିଯୋଗ ଦରଖାସ୍ତ ଦେଇଥିବାର ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like