-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫେନ୍ସିଂ,ଉଷୁ, ଥାଙ୍ଗ ଟା ଓ ଟେବୁଲ୍ ଟେନିସ ପ୍ରତିଯୋଗିତା

04-Nov-2024



ବଲାଙ୍ଗିର: ଆଜି ସଦର ମହାକୁମା ସ୍ଥିତ ସ୍ଥାନୀୟ ଐତ୍ୟିହ ସମ୍ପର୍ନ୍ନ ବଲାଙ୍ଗୀର ପୃଥ୍ୱୀରାଜ ଉଚ୍ଚବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫେନ୍ସିଂ,ଉଷୁ, ଥାଙ୍ଗ ଟା ଓ ଟେବୁଲ୍ ଟେନିସ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ଉଦଯାପନୀ ଉତ୍ସବ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ବଲାଙ୍ଗୀର ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଂପାଦକ ପବିତ୍ରାନନ୍ଦ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ଜୀବନର ଅଭିଜ୍ଞତା କହିବା ସlଙ୍ଗେ ସାଙ୍ଗେ ପିଲାମାନଙ୍କର ଖେଳୁଆଡ଼ 

ମନୋବୃତ୍ତିକୁ ଆଗକୁ ବଢ଼ଇବା ପାଇଁ ପ୍ରେରଣା ଦେଇଥିଲେ l ସଭାର ସଭାପତି ଧ୍ରୁବ ଚରଣ ବେହେରା କହିଥିଲେ ଯେ ଆବେଗ ଓ ଶ୍ରଦ୍ଧା ଦ୍ଵାରା କ୍ରୀଡାକୁ ଆଗକୁ ନିଆଯାଇ ପାରିବ । ରାଜ୍ୟ କ୍ରୀଡ଼ା  ଉପନିର୍ଦେଶକ ଜ୍ୟୋତି ପ୍ରସାଦ ପରିଡା ପ୍ରତିଯୋଗିତାର ଉଦ୍ଦେଶ୍ୟ ଓ ବିବରଣୀ ପ୍ରଦାନ କରିଥିଲେ l ଜାତୀୟ କ୍ରୀଡା ପ୍ରତିଯୋଗିତାର ଆଗାମୀ ଦିନର ସୂଚୀର  ସୂଚନା ଦେଇଥିଲେ । ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ବିଜୟାନନ୍ଦ ସେଠୀ ସମ୍ୱାନୀତ ଅତିଥି ଭାବେ ଯୋଗଦେଇ କହିଥିଲେ ଆଜି କ୍ରୀଡ଼ାକୁ ବୃତ୍ତି ଭାବରେ ଗ୍ରହଣ କରାଯାଇ ପାରେ । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର ଏବଂ ସମ୍ବଲପୁର ଜିଲ୍ଲା କ୍ରୀଡା ଅଧିକାରୀ ସୁଜାତା ପଟ୍ଟନାୟକ ସମ୍ୱାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷିନୀ ସେଠୀ ସ୍ଵାଗତ ସମ୍ଭାଷଣ ଦେଇଥିଲେ। ବଲାଙ୍ଗିର ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଦୀପ କୁମାର ପାତ୍ର ଆଜିର ସଭାରେ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ହେମନ୍ତ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ l ଏଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାର ଫେନ୍ସିଂ ପ୍ରତିଯୋଗିତାରେରେ ବଲାଙ୍ଗୀର ଦଳ ଚାମ୍ପିଅନ, ଊଷୁ ପ୍ରତିଯୋଗିତାରେ କେନ୍ଦୁଝର, ଥାଙ୍ଗ ଟା ରେ ବଲାଙ୍ଗିର ଏବଂ ଟେବଲ୍ ଟେନିସରେ ୧୪ ବର୍ଷରୁ କମ ବାଳକରେ କଟକ, 

୧୭ ରୁ କମ ବାଳକରେ କୋରାପୁଟ ଏଵଂ ୧୭ ରୁ କମ ବାଳିକା ବର୍ଗରେ ଭୁବନେଶ୍ଵର ଦଳ ଚାମ୍ପିଅନ ହୋଇଥିଲେ। ଏଇ ରାଜ୍ୟସ୍ତରୀୟ  ପ୍ରତିଯୋଗିତାରେ ମୋଟ ୧୭  ଟି ଜିଲ୍ଲାର ୧୫୧ ବାଳକ ପ୍ରତିଯୋଗୀ ୧୩୨ ବାଳିକା ପ୍ରତିଯୋଗୀ ୪୯ ଜଣ ଟିମ୍ ମ୍ୟାନେଜର ଓ କୋଚ ଏବଂ ୩୦ ଜଣ ସହ  ପରିଚାଲକ ଏମିତି ମୋଟ ରେ ୩୬୨ ଜଣ ଯୋଗ ଦେଇଛନ୍ତି l ଆଜିର ଉଦଘାଟନି ଉତ୍ସବକୁ ରାଜ୍ୟ ତଥା ଜିଲ୍ଲା ର ସମସ୍ତ ଅଫିସିଆଲ୍ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like