-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କରଣ ସମାଜ ପଦ୍ମପୁର ତରଫରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତଦେବ ଙ୍କର ପୂଜ୍ନୋତ୍ସବ ସମ୍ପନ୍ନ

04-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-କରଣ ସମାଜର ପୂଜ୍ୟ ଆର୍ଯ୍ୟ ଦେବ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବ ଙ୍କର ପୂଜାମହୋତ୍ସବ ଭବ୍ୟ ସମାରୋହରେ ସମ୍ପନ୍ନ ହୋଇଯାଇଛି। ବରଗଡ଼ ଜିଲ୍ଲା ସ୍ଥିତ ପଦ୍ମପୁର ସ୍ଥାନୀୟ ଟାଉନ ହଲ ଠାରେ ଆୟୋଜିତ ଏହି ପୂଜାମହୋତ୍ସବ ଏବଂ ବାର୍ଷିକ ବୈଠକରେ ଅଞ୍ଚଳର ସମସ୍ତ କରଣ ସମାଜ ପରିବାରର ସଦସ୍ୟ ଯୋଗ ଦେଇଥିଲେ। ତିଥି ଅନୁଯାୟୀ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ଦିନ ପୂଜ୍ୟ ଆର୍ଯ୍ୟ ଦେବ ଚିତ୍ରଗୁପ୍ତଙ୍କର ପ୍ରତିମୂର୍ତ୍ତି ସ୍ଥାପନ ସହ ପ୍ରତିବର୍ଷ ମହାଆଡମ୍ବର ରେ ସମାଜ ପକ୍ଷରୁ ପୂଜାର୍ଚ୍ଚନା କରାଯାଏ, ସେହି ପରି ଚଳିତ ବର୍ଷ ମଧ୍ୟ ସକାଳୁ ସମାଜର ସମସ୍ତ ସଦସ୍ୟ ଏକଜୁଟ ହୋଇ ପ୍ରଥମେ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବ ଙ୍କ ପ୍ରତିଛବି ଓ ଭଜନ ସହ ଘଣ୍ଟ ବାଦ୍ୟର ତାଳେ ତଳେ ନଗର ପରିକ୍ରମା କରି ପୁନଃ ଟାଉନ ହଲକୁ ପହଞ୍ଚି ସେଠାରେ ଆର୍ଯ୍ୟଦେବ ଙ୍କର ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ। କରଣ ସମାଜ ତରଫରୁ କର୍ତ୍ତା ଭାବରେ ମନୋଜ କୁମାର ମହାନ୍ତି ସହ ଧର୍ମିଣୀ କବିତା ମହାନ୍ତି ଦାୟିତ୍ୱ ବହନ କରିଥିବା ବେଳେ ପୂଜକ ଅତ୍ରାହି ଭଞ୍ଜନ ପାଣିଗ୍ରାହୀଙ୍କ ପୁରୋହିତ୍ୱରେ ପୂଜା କାର୍ଯ୍ୟ ସମ୍ପର୍ଣ୍ଣ ହୋଇଥିଲା। ପରେ ସମାଜ ର ସମସ୍ତ ସଦସ୍ୟଙ୍କୁ ନେଇ ପ୍ରତି ବର୍ଷ ପରି ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସମାଜର ବିଭିନ୍ନ କାର୍ଯ୍ୟକ୍ରମ ଓ ବିଷୟକୁ ନେଇ ସଭାରେ ଆଲୋଚନା ସହ ମୁଖ୍ୟତଃ କରଣ ସମାଜର ଇଷ୍ଟ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ଏକ ମନ୍ଦିର ଓ ସମାଜର ମଣ୍ଡପ ନିର୍ମାଣ ପାଇଁ ଚଳିତ ବର୍ଷ କାର୍ଯ୍ୟରମ୍ଭ ପାଇଁ ପ୍ରସ୍ତାବ ପାରିତ ହୋଇଥିଲା। ତେବେ ସମାଜ ର ସମସ୍ତ ସଦସ୍ୟ ମାନେ ଏହି ଶୁଭ କାର୍ଯ୍ୟ ପାଇଁ ନିଜ ନିଜ ତରଫରୁ ଦାନ ରାଶି ଘୋଷଣା କରିଥିବା ବେଳେ ଯଥା ଶୀଘ୍ର ସମସ୍ତଙ୍କ ସହଯୋଗ ଏବଂ ସମସର୍ଥନରେ ଏହି କାର୍ଯ୍ୟ ଖୁବ୍ ଶିଘ୍ର ସହ ସମ୍ପନ୍ନ କରାଯିବା ପାଇଁ କାର୍ଯ୍ୟକାରିଣୀ କମିଟିଙ୍କୁ ଆର୍ଯ୍ୟଦେବଙ୍କର ଆଶୀର୍ବାଦ ମନାସୀ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ପରେ ପ୍ରସାଦ ସେବନ ସହ ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତାର ମଧ୍ୟ ଆୟୋଜନ କରାଯାଇଥିଲା ଯାହାର ସମସ୍ତେ ଆନନ୍ଦ ନେଇଥିଲେ। ସମାଜର ସମସ୍ତ ସଦସ୍ୟଙ୍କ ସହଯୋଗରେ ଭବ୍ୟ ସମାରିହରେ ଏହି ପୂଜା ମହୋତ୍ସବ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇ ଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like