-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲା ସ୍ତରୀୟ ୧୭ ବର୍ଷରୁ କମ କ୍ରିକେଟ ଚମ୍ପିୟାନସିପ ଉଦଯାପିତ ୦୫ ଉଇକେଟରେ ପାଇକମାଲକୁ ପରାସ୍ତ କରି ଭଟଲି ଦଳ ଚମ୍ପିୟାନ

04-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଦ୍ୟାଳୟ କ୍ରୀଡା ସଂଘ ଓ ପାଇକମାଲ ବ୍ଲକ ବିଦ୍ୟାଳୟ କ୍ରୀଡା ସଂଘ ଆନୁକୂଲ୍ୟରେ ବରଗଡ ଜିଲ୍ଲା ସ୍ତରୀୟ ୧୭ ବର୍ଷରୁ କମ କ୍ରିକେଟ ଚମ୍ପିୟାନସିପ ଉଦଯାପିତ  ହୋଇଯାଇଛି। ଲିଗ ପର୍ଯ୍ୟାୟ ରୁ ସବୁ ମ୍ୟାଚ ଗୁଡିକ ଛିନ୍ଦେଇକେଲା ଚନ୍ଦ୍ରଶେଖର ଷ୍ଟାଡିୟମ ଓ ଡୁଡୁକିଝରିଆ ପଡିଆରେ ୦୨ ରୁ ୦୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ବେଳେ ଫାଇନାଲ ମ୍ୟାଚ ଭଟଲି ବ୍ଲକ ଓ ପାଇକମାଲ ବ୍ଲକ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଫାଇନାଲ ମ୍ୟାଚ ପୂର୍ବରୁ ଟସ ଜିଣି ଭଟଲି ଦଳ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପାଇକମାଲ ଦଳକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା । ପାଇକମାଲ ଦଳ ପ୍ରଥମେ ବ୍ୟାଟିଂ କରି ୧୫  ଓଭରରେ ୮ ୱିକେଟ ବିନିମୟରେ ୧୧୭ ରନ ସଂଗ୍ରହ କରିଥିଲା। ଲକ୍ଷ୍ୟକୁ ପିଛା କରି ଭଟଲି ଦଳ ୧୫ ଓଭରରେ ୦୫ ୱିକେଟ ବିନିମୟରେ ୧୨୧ ରନ ସଂଗ୍ରହ କରି ଚାମ୍ପିୟାନ ହୋଇଥିଲା । ଭଟଲି ଟିମରୁ ପ୍ରଜ୍ଞାନ ପ୍ରୟାସ ପଟେଲ ଫାଇନାଲ ମ୍ୟାଚରେ ବ୍ୟକ୍ତିଗତ ୫୪ ରନ ସଂଗ୍ରହ ସହ ୦୨ ଟି ଉଇକେଟ ନେଇ ପ୍ଲେୟାର ଅଫ ଦି ମ୍ୟାଚ ଓ ପ୍ଲେୟାର ଅଫ ଦି ଟୁର୍ନାମେଣ୍ଟ ବିବେଚିତ ହୋଇ ଅତିଥି ଙ୍କ ଠାରୁ ପୁରସ୍କୃତ ହୋଇଥିଲେ ।

ଉଦଯାପନୀ ତଥା ପୁରସ୍କାର ବିତରଣ ଉତ୍ସବରେ ମାନ୍ୟବର ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଦସ୍ୟ ତ୍ରିପୁରା ବରିହା,ସୁରେନ୍ଦ୍ର ପ୍ରତାପ ସିଂ ବରିହା,ବରଗଡ ଜିଲ୍ଲା ଶିକ୍ଷାଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ସାହୁ,ସରୋଜ କୁମାର ଭୁଏ, ଭାବନା ସାହୁ, ମିଶ୍ରାଣୀ କୁମ୍ଭାର, ମଛିନ୍ଦ୍ର ମଲିକ, ମୁକୁନ୍ଦ ମହାରା,ଅମୃତା ସାହୁ,ଜର୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶାଶ୍ୱତୀ ଦାସ, ବରଗଡ ବାଳିକା ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତି ସୁନା, ମାଣ୍ଡୋସିଲି ସରପଞ୍ଚ ଓମ ପ୍ରକାଶ ନାୟକ, ଛିନ୍ଦେଇକେଲା ସରପଞ୍ଚ ସୁବାସିନୀ ନନ୍ଦ ଯୋଗଦାନ କରି ଚମ୍ପିୟାନଦଳ ଭଟଲି ଟିମ ଓ ରନର୍ସ ଅପ ପାଇକମାଲ ଟିମକୁ ପୁରସ୍କୃତ କରିଥିଲେ ଏବଂ ରାଜ୍ୟ ସ୍ତରୀୟ ଚମ୍ପିୟାନ ପାଇଁ ଶୁଭେଚ୍ଛା ଜଣେଇଥିଲେ । ଏହି ଅବସରରେ ବିଶେଷ ସହଯୋଗ କରିଥିବା ସ୍ଥାନୀୟ ରାଇଜିଂ କ୍ରିକେଟ କ୍ଳବ କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ । ଯୁକ୍ତଦୁଇ ଛାତ୍ର ସତ୍ୟ ରଣା ନିଜ ହାତରେ ଆଙ୍କିଥିବା ସାଂସଦ ଙ୍କ ଫୋଟୋ ଚିତ୍ର ସାଂସଦ ମହୋଦୟଙ୍କୁ ପ୍ରଦାନ କରିଥିଲେ। ଦର୍ଶକଙ୍କ ମନୋରଞ୍ଜନ ପାଇଁ ବୋଧନ ସାଂସ୍କୃତିକ ଅନୁଷ୍ଠାନ ତୋରା ବରଗଡର କଳାକାର ଗଣ ନୃତ୍ୟ ଗୀତ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପରିଶେଷରେ ପାଇକମାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟକ୍ରମ ର ସଫଳତା ପାଇଁ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ,ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଓ ଛିନ୍ଦେଇ କେଲା ଗ୍ରାମବାସୀ ଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like