-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଅଜା ଛାଡିଥିଲେ ଭିଟା ମାଟି....ନାତି କୁ ମିଳୁନି ଡିହ

04-Nov-2024



ଅତାବିରା(ଆକାଶ ମିଶ୍ର): ନ୍ୟାୟ ପାଇବାକୁ ଆଉ କେତେ ଦିନ ଅପେକ୍ଷା କରିବେ ? ସେମାନଙ୍କୁ ଥଇଥାନ କେବେ କରିବେ ସରକାର ? କେବେ ସ୍ଥାପିତ ହେବେ ବିସ୍ଥାପିତ ? କାହିଁକି ସରକାର କଲେ ଛଳନା ? ବିକାଶ ପାଇଁ ଭିଟାମାଟି ଛାଡିବା କଣ ତାଙ୍କର ଭୁଲ ଥିଲା ? ଆଜି ରକ୍ତର ସମ୍ପର୍କ   ପରସ୍ପର ଠାରୁ ବିଛିନ୍ନ ହୋଇଯାଇଛି ସେଥିପାଇଁ ଦାୟୀ କିଏ ? ଏମିତି ଅନେକ ଯନ୍ତ୍ରଣାଦାୟକ  କୋହ ଭରା ପ୍ରଶ୍ନ ସରକାରଙ୍କୁ ପଚାରୁଛନ୍ତି ହୀରାକୁଦ ନଦୀବନ୍ଧ ବିସ୍ଥାପିତ ପରିବାର ।ଆଜି ଅତାବିରା  ବ୍ଲକ ଅନ୍ତର୍ଗତ ସରଣ୍ଡା ହାଇସ୍କୁଲ ପଡ଼ିଆରେ  ହୀରାକୁଦ ବିସ୍ଥାପିତ  କଲ୍ୟାଣ ସମିତି  , ସମ୍ବଲପୁର ର ସଭାପତି ଲୋକନାଥ ସାହୁ ଙ୍କ ନେତୃତ୍ୱରେ ବିସ୍ଥାପିତ ପରିବାର ମାନଙ୍କୁ ନେଇ   ଏକ ବୈଠକ ହୋଇଥିଲା । ଉକ୍ତ ବୈଠକରେ  ଥଇଥାନ( ଜମିଡିହ ପଟ୍ଟା)ରୁ ବଞ୍ଚିତ ଥିବା ବିସ୍ଥାପିତ ପରିବାର ର ଶତାଧିକ ଲୋକ ଉପସ୍ଥିତ ରହି ତାଙ୍କର ହକ ପାଇଁ କରୁଥିବା ସଙ୍ଘର୍ଷ  ତଥା ସରକାର ଙ୍କ  ଛଳନା ଭରା ସ୍ଵନ୍ତନା ର ଇତି  କରିବା ପାଇଁ  ରଣହୁଙ୍କାର ଦେଇ ଯୋଜନା ପ୍ରସ୍ତୁତ କରିଥିଲେ ।ହୀରାକୁଦ ବିସ୍ଥାପିତ କଲ୍ୟାଣ ସମିତି ଦ୍ବାରା ପ୍ରଦତ୍ତ  ତଥ୍ୟ ଅନୁସାରେ ହୀରାକୁଦ  ନଦୀବନ୍ଧ ପାଇଁ ସମଗ୍ର ଅଞ୍ଚଳର ଦେଢ ଲକ୍ଷ ହେକ୍ଟର ଚାଷ ଜମି ବୁଡିଗଲା । ୭୫୦ ବର୍ଗ କିଲୋମିଟର ବ୍ୟାପି ଜଳ ଭଣ୍ଡାର ଅଞ୍ଚଳରେ ଥିବା ୩୬୯ ଟି ଗାଁ ପାଣିରେ ସମାଧି ହୋଇଗଲା । ଶହ ଶହ ମଠ ମନ୍ଦିର, ଧର୍ମାନୁଷ୍ଠାନ ସହ ଘର ଦ୍ବାର ସମ୍ପର୍କ ସମ୍ପତ୍ତି ବୁଡିଲା । ଏଥିପାଇଁ ୨୬ ହଜାର  ୫୦୧ ପରିବାର  ନିଜ ଭିତା ମାଟି ଛାଡ଼ି  ହେଲେ  ବିସ୍ଥାପିତ ।  ୬୫  ବର୍ଷ ପରେ  ଅନ ବିଭାଜିତ ହୋଇ  ଏହି ସଂଖ୍ୟା  ୯୬ ହଜାର କୁ ବୃଦ୍ଧି  ହେଲା।   ବିଳମ୍ବରେ ହେଲେ ମଧ୍ୟ   ଓଡ଼ିଶା ସରକାର ରାଜସ୍ବ ବିଭାଗ ଙ୍କ  ପତ୍ର ସଂଖ୍ୟା  ୫୫୩୧ ଅନୁସାରେ ଜିଲ୍ଲାପାଳ ଓ ଆର୍ ଡି ସି ମାନଙ୍କୁ  ନିର୍ଦ୍ଦେଶ ଦିଆଯାଇଥିଲା  ପ୍ରତି ବିସ୍ଥାପିତ ପରିବାର ଙ୍କୁ  ୧୦  ଡି ସିମିଲ  ଜମି  ଯୋଗାଇ ଦେବାପାଇଁ ।୨୨ ବର୍ଷ ପରେ ପରିସଂଖ୍ୟାନ ତଥ୍ୟ ଅନୁଯାୟୀ  ଝାରସୁଗୁଡ଼ା ର ୩୮୦୦ ପରିବାର, ବରଗଡ଼ ର ୧୧୨ ପରିବାର ଓ ସମ୍ବଲପୁର ର ୭୦୦ ପରିବାର ମୋଟ  ୪୫୦୦ ପରିବାର ଙ୍କୁ  ଜମି ପଟ୍ଟା ପ୍ରଦାନ କରାଯାଇଛି । କିନ୍ତୁ ଏବେ ସୁଦ୍ଧା  ୮୪ ହଜାର ପରିବାର ବଞ୍ଚିତ ଅଛନ୍ତି । ସେଥି ମଧ୍ୟରୁ ଅତାବିରା  ତହସିଲ  ରେ ସର୍ବାଧିକ ୧୩୭୫  ପରିବାର ଆବେଦନ କାରି ଅଛନ୍ତି ।ଏମାନେ  ଆବଶ୍ୟକ ପ୍ରମାଣ ପତ୍ର   ନ ମିଳିବା ହେତୁ ଅଥବା ପରିଚିତ ନେତା କିମ୍ବା ଅଧିକାରୀ ଙ୍କ  ସହାୟତା ର ହାତ ର ଅଭାବରୁ ସେମାନେ ଆଜି ଯାଏ ଜମି ପଟ୍ଟା ରୁ ବଞ୍ଚିତ । ଏମାନେ ଅନେକ ଥର  କାର୍ଯ୍ୟପାଳିକା ,ବ୍ୟବସ୍ଥାପିକା  ସଭା  କୁ ପ୍ରତିନିବେଦନ କରିଥିଲେ ହେଁ ଆଜି ସୁଦ୍ଧା କିଛି ଫଳପ୍ରଦ ହୋଇପାରି ନାହିଁ । ତାଙ୍କର ଦୋଷ ଏହା ଯେ ଦେଶର ଗୌରବ ପାଇଁ ରାଜ୍ୟର ଦୃତ ବିକାଶ ପାଇଁ ଭିଟାମାଟି ତ୍ୟାଗ କରିଛନ୍ତି । ଆଉ ଏହି ତ୍ୟାଗ ପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସେମାନଙ୍କ ସହ ଯେଉଁ ଛଳନା କରିଛନ୍ତି ତାହା ଆଜିର ତୃତୀୟ ପୀଢି ମଧ୍ୟ ଶୁଣି ଦେଖି ଗୁମୁରି ଗୁମୁରି କାନ୍ଦୁଛନ୍ତି ସିନା ହେଲେ ତାଙ୍କ କାନ୍ଦ କୌଣସି ନିର୍ବାଚିତ ସରକାର ପାଖରେ ପହଞ୍ଚି ପାରୁନାହିଁ । ତେଣୁ  ଆଗାମୀ ଦିନରେ ଶକ୍ତିଶାଳୀ ସ୍ତମ୍ଭ ନ୍ୟାୟପାଳିକା   କୁ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି । ଏହା ବ୍ୟତୀତ  ଆସନ୍ତା  ନଭେମ୍ବର   ୨୫ ତାରିଖ ଦିନ ଅତାବିରା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ  ବିସ୍ଥାପିତ ୧୦୦ ପରିବାର  ଜମି ଡିହ ପାଇଁ ଗବ ଧାରଣା ଦେବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ଏହି ବୈଠକରେ   ସମିତି ର ବରଗଡ଼ ବ୍ଲକ  ଉପ ସଭାପତି  ବିନୋଦ ଡନସନା , ଅତାବିରା ବ୍ଲକ ସଭାପତି  ଶଙ୍କର ମେହେର , ଭଟିଲି ବ୍ଲକ ସଭାପତି  ସନ୍ତୋଷ ମିର୍ଦ୍ଧା ଙ୍କ ସମେତ   ୫୦ ରୁ ଉର୍ଦ୍ଧ୍ବ ବିସ୍ଥାପିତ ପରିବାର ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like