-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀ ବିଧାୟକଙ୍କ ଖଜୁରୀପଡା ବ୍ଳକ ପ୍ରତିନିଧି ହେଲେ ଅନନ୍ତ କୁମାର ଦିଗାଲ, ସ୍ବାସ୍ଥ୍ୟ ବିଭାଗ ଦାୟିତ୍ବରେ ରାଇକିଶୋର ପ୍ରଧାନ

05-Nov-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ସାଧାରଣ ନିର୍ବାଚନ ପରେ ଭାରତୀୟ  ଜନତାପାର୍ଟି ଓଡିଶାରେ କ୍ଷମତା ହାସଲ କରିଛି, ଏହି ସାଧାରଣ ନିର୍ବାଚନରେ ବିଜେପିର ଫୁଲବାଣୀ ବିଧାୟକ ଭାବେ ଶ୍ରୀଯୁକ୍ତ ଉମାଚରଣ ମଲିକ ମଧ୍ଯ ବିଜୟ ହୋଇଥିବା ବେଳେ ବର୍ତ୍ତମାନ ଫୁଲବାଣୀ ବିଧାନସଭା କ୍ଷେତ୍ରରେ ରହିଥ‌ିବା ସମସ୍ତ ବ୍ଲକରେ ବିଧାୟକ ପ୍ରତିନିଧୂ ନିଯୁକ୍ତି ପ୍ରଦାନ କରିଛନ୍ତି, ଆଉ ଖଜୁରୀପଡା ବ୍ଲକର ସମସ୍ତ ସରକାରୀ ବିଭାଗ ପାଇଁ ବିଧାୟକଙ୍କ ପ୍ରତିନିଧ ଭାବେ ବରିଷ୍ଠ ବିଜେପି ନେତା ଅନନ୍ତ କୁମାର ଦିଗାଲଙ୍କୁ ବିଧାୟକ ଶ୍ରୀ ମଲିକ ସ୍ୱୀକୃତି ପ୍ରଦାନ କରିଛନ୍ତି , ଶ୍ରୀ ଦିଗାଲ ଦୀର୍ଘବର୍ଷ ଧରି ଖଜୁରୀପଡା ବ୍ଳକରେ ଜଣେ ଶୃଙ୍ଖଳିତ ବିଜେପି କର୍ମୀ ଭାବେ କାର୍ଯ୍ୟ କରିବା ସହ ଖଜୁରୀପଦା ବିଜେପି ମଣ୍ଡଳ ସଭାପତି ଓ କନ୍ଧମାଳ ଜିଲ୍ଲା ଅନୁସୂଚିତ ଜାତିମୋର୍ଚ୍ଚା ସଭାପତି ଭାବେ ମଧ୍ୟ ସୁଚାରୁରୂପେ ଦାୟିତ୍ଵ ସମ୍ପାଦନ କରିଛନ୍ତି ଓ ସେ ଜଣେ ସମାଜସେବୀ ଏବଂ ସାମ୍ବାଦିକତା କ୍ଷେତ୍ରରେ ଦିଗାଲ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିବା  ବେଳେ ଦଳୀୟ ରାଜନୀତିରେ ତୃଣମୁଳ ସ୍ତରରୁ ରାଜ୍ୟସ୍ତରୀୟ ପର୍ଯ୍ୟନ୍ତ ତାଙ୍କର ମଧ୍ୟ୍ୟ ପରିଚୟ ରହିଛି  |  ତେଣୁ ତାଙ୍କ ଉପରେ ବିଧାୟକଙ୍କ ଆସ୍ଥା ଓ ବିଶ୍ୱାସ ପାଇଁ ଆଜି  ବ୍ଲକ ପ୍ରତିନିଧି ଭାବେ ବିଧାୟକ ମଲ୍ଲିକ ନିଯୁକ୍ତି ପ୍ରଦାନ କରିଛନ୍ତି  |  ଏହି ଖବର ଦଳୀୟ ମହଲରେ ପ୍ରଚାର ହେବା ପରେ ଅନେକ କର୍ମୀ ଏବଂ ଜନସାଧାରଣ ଅନନ୍ତ କୁମାର ଦିଗାଲଙ୍କୁ ଫୁଲତୋଡ଼ା ଉତ୍ତରୀୟ ଦେଇ ଶୁଭେଚ୍ଛା ଜଣାଇଥିଲେ |   ଆଉ ସେହିଭଳି ଭାବେ ବିଧାୟକ ପ୍ରତିନିଧୂ ଘୋଷଣା ପରେ ଶ୍ରୀ ଦିଗାଲ ବିଧାୟକ ଶ୍ରୀଯୁକ୍ତ ପୁକ୍ତ ଉମାଚରଣ ମଲିକଙ୍କୁ କୃତଜ୍ଞତା ଜ୍ଞାପନ କରିଥିବା ବେଳେ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ବରିଷ୍ଠ ନେତା ଭଗବାନ ମହାନ୍ତି, ଲିଙ୍ଗରାଜ ଦଳବେହେରା, ଖଜୁରୀପଡା ମଣ୍ଡଳ ସଭାପତି ଦଶରଥ ସାହୁ, ସାଂସଦ ପ୍ରତିନିଧୂ ମନୋଜ କୁମାର ପଣ୍ଡା ସାଧାରଣ ସମ୍ପାଦକ ରଞ୍ଜନ କୁମାର କହଁର,  ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଉର୍ବଶୀ ଦିଗାଲ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି  |  ସେହିଭଳି ସ୍ଵାସ୍ଥ୍ୟ ବିଭାଗ  ବିଭାଗ ପାଇଁ ବ୍ଲକ ପ୍ରତିନିଧ୍  ଭାବେ ଶ୍ରୀ ରାଇକିଶୋର ପ୍ରଧାନଙ୍କୁ ମାନ୍ୟବର ବିଧାୟକ  ଶ୍ରୀଯୁକ୍ତ ମଲିକ ନିଯୁକ୍ତି ପ୍ରଦାନ କରିଛନ୍ତି   |  ସାଧାରଣ ନିର୍ବାଚନ ପରେ ସାଂସଦ ଓ ବିଧାୟକଙ୍କ ସମସ୍ତ ପ୍ରତିନିଧୂଙ୍କ ନାମକୁ ସରକାରୀ ଭାବେ ଚିଠି ପ୍ରେରଣ ହେବା ପରେ,  ଭାରତୀୟ ଜନତାପାର୍ଟି ଏବଂ ଖଜୁରୀପଡା ବ୍ଲକର ସମସ୍ତ ସୁବିଧା ଅସୁବିଧାର ସମାଧାନ କରି ଲୋକଙ୍କର ନିକଟତର ହେବୁ ବୋଲି ପ୍ରତିନିଧୂ ମାନେ  ନିଜ ନିଜ ପ୍ରତିକ୍ରିୟାରେ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like