-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||     

HOME   ଜିଲ୍ଲା

ଜ଼ିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ୨୦୨୪ ଅନୁଷ୍ଠିତ

05-Nov-2024



ଟିକାବାଲି(ରମେଶ ପଣ୍ଡା): କନ୍ଧମାଳ ଜ଼ିଲ୍ଲା ଟିକାବାଲି ହାଇସ୍କୁଲ ପ୍ରାଙ୍ଗଣରେ ଟିକାବାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଆୟୋଜନରେ ଅନୁଷ୍ଠିତ ହୋଇଯାଇଛି ଜ଼ିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ,ଗ୍ରାମାଞ୍ଚଳର ଅନ୍ତର୍ନିହିତ କଳାକୁ ବିକଶିତ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସକ୍ଷମ ହେବେ ଏବଂ ଜ଼ିଲ୍ଲାର ଗୌରବ ଅର୍ଜନ କରିପାରିବେ ଏହି ଉଦେଶ୍ୟରେ ରାଜ୍ୟସରକାର ଏକ ଅଭିନଵ ପନ୍ଥା ବାହାର କରି କଳା ଓ ସଂକୃତି କୁ ବଞ୍ଚାଇ ରଖିବା ପାଇଁ ଯେଉଁ ଯୋଜନା କରୁଛନ୍ତି ତାହା ବାସ୍ତବରେ ସ୍ୱଗତ ପଦକ୍ଷେପ ନିଂଛିତ l ଏଣୁ ଜ଼ିଲ୍ଲା ବାସୀ ବେଶ ଖୁସିଥିବା ଦେଖିବାକୁ ମିଳିଛି l ଆଜିକାର ଏହି ସଂକୃତି କାର୍ଯ୍ୟକ୍ରମ ରେ ଫୁଲବାଣୀ ବିଧାୟକ ଶ୍ରୀ ଯୁକ୍ତ ଉମା ଚରଣ ମଳିକ,ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ,ଏମ ପି. ପ୍ରଧାନ ଶିକ୍ଷକ ଦାମୋଦର ସାହୁ, ସଭାପତି ମଧୁସୂଦନ ବେହେରା,ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହାଣୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ପ୍ରଦୀପ୍ତ ନାୟକ,ଜ଼ିଲ୍ଲା ପରିଷଦ ଭାଇସି ଚେୟାରମ୍ୟାନ ସାଧୁବାଣୀ ନାୟକ,ଚେୟାରମ୍ୟାନ ଶ୍ରୀ ଯୁକ୍ତ ଦିଲୀପ କହଁର,ସରପଞ୍ଚ କୁନ୍ଦରୁ ମଳିକ,, ବିଡ଼ିଓ ନାରାୟଣ ଦୀକ୍ଷିତ,ସିଡିପିଓ ପାନମଣୀ ହାଁସଦା ପରି ପ୍ରମୁଖ ବ୍ୟକ୍ତି ବିଶେଷ ଯୋଗଦେଇ ନିଜ ବହୁମୂଲ୍ୟ ବକ୍ତବ୍ୟ ମାଧ୍ୟମରେ ନୃତ୍ୟ ଦଳକୁ ଉତ୍ସlହିଁତ କରିଥିଲେ l ଆଜିର କାର୍ଯ୍ୟକ୍ରମ ରେ ୧୨ ଗୋଟି ବ୍ଲକରୁ ୧୨ ଗୋଟି ଦଳ ଜ଼ିଲ୍ଲା ସ୍ତରୀୟ ମହୋତ୍ସବ ରେ ଅଂଶ ଗ୍ରହଣ କରି ଲୋକନୃତ୍ୟ ପରିବେଷଣ କରିଥିବା ଦେଖିବାକୁ ମିଳିଛି ଏହାପରିପ୍ରେକ୍ଷୀରେ କୃତିପ୍ରତିଯୋଗୀକୁ ପୁରସ୍କାର ପ୍ରଦାନ କରାଯାଇଥିଲା  ଆଜିର ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ସଫଳ ହେବାରେ ସହଯୋଗ କରିଥିଲେ ବ୍ଲକର ସମସ୍ତ ସି ଆର ସି ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ l


News Comment




Photo in News

Advertisment
Lastest News
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026

You Might Also Like