-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଅଖିଳ ଓଡ଼ିଶା ବ୍ରାହ୍ମଣ ମହାସଭା ପକ୍ଷରୁ ସିଦ୍ଧେଶ୍ୱର ପାଣିଗ୍ରାହୀ ସମ୍ମାନୀତ

05-Nov-2024



(ନିରଞ୍ଜନ ତ୍ରିପାଠୀ)-ଅଖିଳ ଓଡ଼ିଶା ବ୍ରାହ୍ମଣ ମହାସଭା ଆନୁକୁଲ୍ୟରେ ରାଜ୍ୟ ସ୍ତରୀୟ ସଭା ଭୁବନେଶ୍ବର ସ୍ଥିତ ଲିଙ୍ଗରାଜ ମନ୍ଦିର ନିକଟସ୍ଥ ଡାଲମିଆ ଧର୍ମଶାଳା ଠାରେ ଅନୁଷ୍ଠିତ ହୋଇଯାଇଛି।ପୁରୀରୁ ଆସିଥିବା ରାଜ୍ୟ ସଭାପତି ପର୍ଶୁରାମ ଦାସଜୀ ମହାରାଜଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ପ୍ରାରମ୍ଭରେ ଶ୍ରୀମଦ ଭଗବତ ଗୀତାର ଦ୍ୱାଦଶ ଅଧ୍ୟାୟ ସାମୁହିକ ପଠନ କରାଯାଇଥିଲା।ମହାସଚିବ ବ୍ରହ୍ମଚାରୀ ଶ୍ରୀ ହରି ଚରଣ ଦାଶ ସାଙ୍ଗଠନିକ ବିବରଣୀ ପାଠ କରି ଆଗନ୍ତୁକ ଅତିଥି ମାନଙ୍କୁ ସୁ-ସ୍ୱାଗତ ସଂଭାଷଣ ପ୍ରଦାନ କରିଥିଲେ। ଢେଙ୍କାନାଳ ଜିଲ୍ଲାର କାର୍ଯ୍ୟକାରୀ ସଭାପତି ପ୍ରେମାନନ୍ଦ ଦାଶ ବ୍ରାହ୍ମଣ ମାନଙ୍କ କୃତିତ୍ଵ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ। ମହାସଭାର ରାଜ୍ୟ ଶାଖା ଶକ୍ତି ବାହିନୀ ଓ ପର୍ଶୁରାମ ବାହିନୀର ସାଂଗଠନିକ ସଂଚାଳନ ସମ୍ପର୍କରେ ବିଶଦ ଭାବରେ ଆଲୋଚନା ହୋଇଥିଲା। ବଲାଙ୍ଗୀର ନିବାସୀ ପଶ୍ଚିମାଞ୍ଚଳର ରାଜ୍ୟ ସଂଯୋଜକ ସିଦ୍ଧେଶ୍ୱର ପାଣିଗ୍ରାହୀ ଓ ଢେ଼ଙ୍କାନାଳ ଜିଲ୍ଲାର ପୂର୍ବାଞ୍ଚଳ ରାଜ୍ୟ ସଂଯୋଜକ ଆଶିଷ ମିଶ୍ର ସଂଗଠନ ସଂଚାଳନା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ଖୋର୍ଦ୍ଧା ଜିଲ୍ଲାର ରାଜ୍ୟ ପର୍ଶୁରାମ ବାହିନୀର ସଭାପତି ଡ଼: ଧିରେନ୍ଦ୍ର ନନ୍ଦ ଏବଂ ସମ୍ପାଦକ ଶୁଭେନ୍ଦୁ ଶତପଥୀ, ଶକ୍ତି ବାହିନୀର ସମ୍ପାଦିକା ଉଷାନ୍ତି ଲତା ହୋତା, ଦେବଗଡ଼ ଜିଲ୍ଲାର ବରିଷ୍ଠ ସଦସ୍ୟ ଶ୍ରୀମାନ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାରୁ ଆସିଥିବା ପ୍ରତିନିଧି ଗଣ ସଂଗଠନ ଉପରେ ଆଲୋକପାତ କରିଥିଲେ। ବ୍ରାହ୍ମଣ ସମାଜ କଲ୍ୟାଣ, ଉତ୍ସର୍ଗୀକୃତ ସେବା ପାଇଁ ସମସ୍ତ ଜିଲ୍ଲାରୁ ଆସିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନୀତ କରାଯାଇଥିଲା। ପଶ୍ଚିମ ଓଡିଶା ଦାୟିତ୍ବରେ ଥିବା ରାଜ୍ୟ ସଂଯୋଜକ ସିଦ୍ଧେଶ୍ୱର ପାଣିଗ୍ରାହୀଙ୍କୁ ଏ ଭବ୍ୟ ସଭାରେ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like