-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

କଲରାକୋଠା ମହିଷାଶୁର ଦରବାର ପଞ୍ଚମ ସଂଧ୍ୟା– ରକ୍ତବୀର୍ଯ୍ୟ ନିଧନରେ ମହିଷାସୁର ମର୍ମାହତ 

05-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଳକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ଦ୍ୱାରା ଆୟୋଜିତ ୩୬ତମ ଶାରଦୀୟ କାଳୀପୂଜା ଅବସରରେ ଆୟୋଜିତ ମହିଷାସୁର ଦରବାର ର ପଞ୍ଚମ ସନ୍ଧ୍ୟାର  ମହିଷାଶୁର ଦରବାରରେ ଓଡିଶା ସିନେ ଜଗତର ପ୍ରଖ୍ୟାତ ହାସ୍ୟ କଳାକାର ପପୁ ପମପମ ନିଜସ୍ୱ କଣ୍ଠରେ ଗାଇ ହସାଇ ମଞ୍ଚ ଦୁଲୁକାଇବା ସହ ହଜାର ହଜାର ଦର୍ଶକଙ୍କ ମନମୋହିଥିଲେ  l  ପଞ୍ଚମ ସନ୍ଧ୍ୟାର ରାଜକୀୟ ମୁଖ୍ୟଅତିଥିଭାବେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଓ ସମ୍ମାନୀତ ଅତିଥି ୧ନମ୍ବର ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ,ମଣ୍ଡଳ ସଭାପତି ପିନାକଧର ରଣା, ଶିକ୍ଷାବିତ ନୀଳାଞ୍ଚଳ ଭୋଇ ପ୍ରମୁଖ ଯୋଗଦେଇ

ଦରବାରର ଆୟୋଜନ ଓ ଅଂଚଳର ମହାନ କଳା ସଂସ୍କୃତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ଧାରଣୀସେନ ସାହୁ ଦରବାର ପରିଚାଳନା କରିଥିଲେ  l  ଏହିଅବସରରେ ଉତ୍ତମ ସେବା ପାଇଁ କଣ୍ଟାମାଳ ଡାକ୍ତରଖାନାର ମେଡିକାଲ ଅଫିସର ଡ଼ଃ ଜଗଦୀଶ ସେଠି ଙ୍କୁ ଉପଢୌକନ ସହ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ପଞ୍ଚମ ସନ୍ଧ୍ୟାରେ ସତସ୍ରୁଙ୍ଗୀ ପର୍ବତରେ ମା ଦୁର୍ଗାଙ୍କ ଆବିର୍ଭାବ ଖବର ପାଇ ରକ୍ତବୀର୍ଯ୍ୟ କୁ ସତସୁଙ୍ଗ କୁ ପଠାଇଲେ ମହିଷାସୁର l  ଦୁର୍ଗାଙ୍କ କାଳୀ ଅବତାର ଧାରଣ ଓ ରକ୍ତବୀର୍ଯ୍ୟ ନିଧନ  ଏବଂ ରକ୍ତବୀର୍ଯ୍ୟ ନିଧନ ଖବର ପାଇ ମହିଷାସୁର ମର୍ମାହତ ନାଟକ ମଞ୍ଚସ୍ଥ ହୋଉଥିଲା  l  ମହିଷାସୁର ଭୂମିକାରେ ଭୁବନେଶ୍ୱର ପ୍ରଧାନ ଙ୍କ ଅଭିନୟ କୁ ଦର୍ଶକମାନେ ଭୁୟସୀ ପ୍ରଶଂସା କରିଥିଲେ  l  କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ରଣା ସମେତ ପୂଜା କମିଟି ସଦସ୍ୟ ଓ ପୋଲିସ ଙ୍କ ଉଦ୍ୟମରେ ଶାନ୍ତିଶୃଙ୍ଖଳାର ସହିତ ଦର୍ଶକମାନେ ବିଳମ୍ୱିତ ରାତ୍ର ପର୍ଯ୍ୟନ୍ତ ମିନାବଜାର ବୁଲିବା ସହ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like