-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଆମ୍ବାଗୁଡା ଗ୍ରାମରେ ବେକରେ ଦୌଡ଼ି ଦେଇ ଜଣେ ଆତ୍ମହତ୍ୟା, ପୋଲିସର ତଦନ୍ତ ଆରମ୍ଭ

05-Nov-2024



ନବରଙ୍ଗପୁର: (ମିହିର ଶଙ୍କର ପାତ୍ର,)
ଡ଼ାବୁଗାଁ ବ୍ଲକ ର ଜୁନାପାଣି ପଞ୍ଚାୟତ ଅଧିନ ଆମ୍ବାଗୁଡ଼ା ଗ୍ରାମର ଜଣେ ଯୁବକ ଘର ଦୁଲମରେ ବେକରେ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା ନେଇ ମଙ୍ଗଳବାର ଡ଼ାବୁଗାଁ ଥାନାରେ ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ:-  ଆମ୍ବାଗୁଡ଼ା ଗ୍ରାମର ଯୋଗେନ୍ଦ୍ର ବିଷୋୟୀ। ସୋମବାର ସନ୍ଧ୍ୟାରେ ଘରୁ କେଉଁ ଆଡେ ଚାଲି ଯାଇଥିଲେ | ଆଜି ସକାଳ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲେକେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲେ କିନ୍ତୁ ପାଇନଥିଲେ | ପରେ ନିଜ ଘର ପଛ ପଟେ ଥିବା ଅନ୍ୟ ଏକ ଘରେ ଯାଇ ଦେଖିବାରୁ ଯୋଗେନ୍ଦ୍ର ଘରର ଦୁଲମ ରେ ବେକରେ  ଦୌଡ଼ି ବାନ୍ଧି ଆତ୍ମହତ୍ୟା କରିଛି । ଏହା ପରେ ପରିବାର ଲୋକେ ତାଙ୍କୁ ଝୁଲନ୍ତା ଅବସ୍ଥା ରେ ଦେଖି  ଦୁଲମ ରୁ କାଢି ସଖାଳ 10 ଘଣ୍ଟା ସମୟରେ ଡ଼ାବୁଗାଁ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର କୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ 11 ଘ. ସମୟରେ ମୃତକ ର ସାନ ଭାଇ ଲମ୍ବୋଦର ବିଶୋଇ ଡ଼ାବୁଗାଁ ଥାନାରେ ଏତଲା ଦେଇଥିଲେ ।  ଉକ୍ତ ଏତଲା କୁ ଭିତ୍ତି କରି ଥାନା ଏଏସଆଇ ଚନ୍ଦ୍ର ଶେଖର ହଜାରୀ ଡାକ୍ତରଖାନାରେ  ପହଞ୍ଚି ଶବ ଜବତ କରିଥିବା ସହ ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।ପରେ ଶବ ବ୍ୟବଚ୍ଛେଦ  କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି |  ଏନେଇ ଥାନା କେସ ନଂ ୩୪/୨୪ ରେ ଏକ ଅପ ମୃତ୍ୟୁ ମାମଲା ରୁଜୁ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like