-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ନାଗ ଚତୁର୍ଥୀ ପାଳିତ "ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା"

05-Nov-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ ।ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ ।ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହେଲା ନାଗ ଚତୁର୍ଥୀ।ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ୱାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ତଥା ହୁଙ୍କାର କିଛି ଅଂଶକୁ ଆଣି ଚଉଁରା ମୂଳେ ରଖି, ନାଗ-ନାଗୁଣିଙ୍କ ତମ୍ବାର ମୂର୍ତ୍ତି ରଖି, ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।


News Comment




Photo in News

Advertisment
Lastest News
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026

You Might Also Like