-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||     

HOME   ଜିଲ୍ଲା

ରାଜନୈତିକ ଶତ୍ରୁତାରୁ ଦୋକାନୀଙ୍କୁ ଖଣ୍ଡାରେ ଆକ୍ରମଣ

05-Nov-2024



ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସିକୁଳା ଗାଁ ମାଉସୀ ମାଁ ମନ୍ଦିର ଛକ ନିକଟରେ ଥିବା ଏକ ଷ୍ଟେସନାରୀ ଦୋକାନରେ ପଶି ଦୋକାନୀ କୁ ଆକ୍ରମଣ l ଦଶରୁ ଉର୍ଦ୍ଧ ବ୍ୟକ୍ତି ଦୋକାନରେ ପସି ଆକ୍ରମଣ ଖଣ୍ଡାରେ ଆକ୍ରମଣ କରୁଥିବା ବେଳେ ଘଟଣାରେ ସୁଶାନ୍ତ ବେହେରା ନାମକ ବ୍ୟକ୍ତି ଗୁରୁତର ହୋଇଛନ୍ତି l ଗୁରୁତର ସୁଶାନ୍ତ ଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତି କରାଯାଇଛି l ତେବେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚ ଙ୍କ ସ୍ୱାମୀ ଓ ତାଙ୍କ ସମର୍ଥକ ଆକ୍ରମଣ କରିଥିବା ସୁଶାନ୍ତଙ୍କ ପତ୍ନୀ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି l
ଗଞ୍ଜାମ ରୁ ଭଗବାନ ପାଢ଼ୀଙ୍କ ରିପୋଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026

You Might Also Like