-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ଠାରେ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା

05-Nov-2024



ବଲାଙ୍ଗୀର (ପ୍ରେରଣା ଖବର) ସ୍ଥନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଶ୍ରୀ ସୁରେନ୍ଦ୍ର ଘିଭେଲାଙ୍କୁ ନେଇ ସେବା ନିବୃତ୍ତ ସମ୍ବର୍ଧନା ସଭା ଅନୁଷ୍ଠିତ ହୋଯାଇଅଛି | ଦୀର୍ଘ ୩୮ ବର୍ଷ ଧରି ସେ ରାତ୍ର ଜଗୁଆଳି ଭାବେ ନିଜର କର୍ମମୟ ଜୀବନ ଏହି ମହାବିଦ୍ୟାଳୟରେ ଦେଇ ଥିବାରୁ ସମସ୍ତ କର୍ମଚାରୀ ତାଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ | ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠତ ଏହି ସଭାରେ ଘିଭେଲାଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ ସହ ଅବଶିଷ୍ଟ ଜୀବନ ସୁଖ ଓ ଆନନ୍ଦମୟ ହେଉ ବୋଲି କାମନା କରିଥିଲେ | ସହକାରୀ ପ୍ରଫେସର ଡ଼. କୌତୁକ ପନ୍ଦର ମାନପତ୍ର ପାଠ କରିଥିଲେ | ଅଧ୍ୟାପକ ହୃଷୀକେଶ ଦାସ, ଡ଼. ଅଶୋକ କୁମାର ମହାରଣା ଓ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ତଥା କର୍ମଚାରୀମାନେ ସୁରେନ୍ଦ୍ରଙ୍କ ସହ ବିତିଥିବା କଥାଗୁଡ଼ିକୁ ମନେ ପକାଇଥିଲେ | ଡ଼. ଅଶୋକ କୁମାର ମହାରଣା ଧନ୍ୟବାଦ୍ ଦେଇଥିବା ବେଳେ, ସହକାରୀ ପ୍ରଫେସର୍ ପୀତବାସ ଭୋଇ, ଡ଼. ଅମୃତ ସିଂ ବରିହା, ବନ୍ଦନା ବାର୍, ଡ଼. ରମଣୀ ନାଏକ, ଡ଼. ମଧୁସ୍ମିତା ମିଶ୍ର ,  ସରୋଜ ସାହୁ, ଦିବ୍ୟା ମହାନ୍ତି, ପୁରୁଷୋତ୍ତମ କିସାନ୍, ବିଶ୍ବଭୂଷଣ ବିଶ୍ଵାଳ, କମଳାକାନ୍ତ କରାଳି, ଆଶୀର୍ବାଦ ସାହୁ, ମଚିନ୍ ସାହୁ, ସ୍ୱୟଂପ୍ରଭା ମହାପାତ୍ର ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like