-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ସମ୍ବଲ ଦେଉଳଝରୀ ମହୋତ୍ସବ 2024 ଉଦଯାପନୀ ସମାରୋହ - ଦେଉଳଝରୀ କୁ ପର୍ଯ୍ୟଟନ ମନ୍ୟତା ଏହାର ଉଦ୍ଦେଶ୍ୟ-

05-Nov-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ନିକଟସ୍ଥ ଦେଉଳଝରି ସିଦ୍ଧେଶ୍ଵର ପିଠ ଠାରେ ସୁବର୍ଣ୍ଣ ସମ୍ବଲ ମହୋତ୍ସବ ଅବସରରେ ରୁମକୁଝୁମନା ତରଫରୁ ପ୍ରବଚନ ଓ ଭଜନ ଅନୁଷ୍ଠିତ ହୋଇଯାଇଛି  । ସଂଗୀତ ନିର୍ଦେଶକ ଶାଶ୍ୱତ କୁମାର ତ୍ରିପାଠୀ ଙ୍କ  ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଡ଼. ପ୍ରଫୁଲ୍ଲ କୁମାର ରଥ ମୁଖ୍ୟ ଅତିଥି, ଦିଲ୍ଲୀପ ତ୍ରିପାଠୀ,ଅଭିନେତା ସୁଦାମ ବିଶି,ଅଭିନେତା ଭାଗିରଥି ମିଶ୍ର, ଅଭିନେତା ଅରୁଣ କରସେଲ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ l 
ଦେଉଳଝରୀ ସନ୍ଥ ମନୋହର ଦାଶ ଙ୍କ ପୂଜାର୍ଚନା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଶାନ୍ତନୁ ପ୍ରଧାନ ସ୍ୱାଗତ ଭାଷଣ ଦେଇଥିଲେ l ସ୍ଥାନୀୟ କଳାକାର ଘାଣ୍ଟୁ ଘିବଲା, କୁଞ୍ଜବିହାରୀ ପ୍ରଧାନ, ମିନକେତନ ପ୍ରଧାନ, ଠାକୁର ସାହୁ, କୁନ୍ତଳା ଦେହୁରୀ ଙ୍କ ସହ ଅତିଥି କଳାକାର ସସ୍ମିତା ପରମଗୁରୁ, ସନ୍ତାନୁ ମୁନ୍ନା, ସୌଭାଗ୍ୟଲଷ୍ମୀ ଦାଶ ଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା ଦୁଖି ଶ୍ୟାମ ପ୍ରଧାନ ମହୋତ୍ସବ ର ଉଦ୍ୟେଶ୍ୟ ଜ୍ଞାପନ କରିଥିବା ବେଳେ ଆନନ୍ଦ ପ୍ରଧାନ ଧନ୍ୟବାଦ ଦେଇଥିଲେ l ରାମା ନାଏକ, ପବିତ୍ର ପ୍ରଧାନ, ଲଳିତ କର୍ଣ ସହଯୋଗ କରିଥିଲେ l ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲା ସୀମାରେ ଥିବା ଦେଉଳଝରୀ କୁ ପର୍ଯ୍ୟଟନ ମାନ୍ୟତା ଦେବା  ଏହି ମହୋତ୍ସବ ର ମୁଖ୍ୟ ଉଦେଶ୍ୟ ବୋଲି ଅତିଥି ମାନେ ମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like