-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ର ଜଣାଶୁଣା କଣ୍ଠଶିଳ୍ପୀ ଶାଶ୍ୱତ ତ୍ରିପାଠୀ ଙ୍କୁ ଜୁହାର ପରିବାର ପାରାଦୀପ ପକ୍ଷରୁ ସମ୍ମର୍ଦ୍ଧନା

05-Nov-2024



(ନିରଞ୍ଜନ ତ୍ରିପାଠୀ)-କାର୍ତ୍ତିକ ମାସର ଉଜଲ ପକ୍ଷ୍ୟର  ଦ୍ବିତୀୟା ତିଥି ନଭେମ୍ବର  ୦୩  ରବିବାର ଦିନ ଜୁହାର ପରିବାର ପାରାଦୀପ ପଞ୍ଚମ ବର୍ଷ ଲାଗି ତାର ନୂଆଖାଇ ଭେଟଘାଟ ୨୦୨୪ ପାଳନ କରିଅଛି।ଏହି ଅବସରରେ ସକାଳ 11.00 12.30pm ମଧ୍ୟ ରେ ଜୁହାର ପରିବାର ପାରାଦୀପ ର ସମସ୍ତ ପରିବାର ଏକତ୍ରିତ ହୋଇ ଇଫକୋ କମ୍ୟୁନିଟି ହଳରେ  ମା ସମଲେଇ ଙ୍କ ରୀତିନୀତି ରେ ପୂଜାର୍ଚନା କରି ପଞ୍ଚ ବାଦ୍ୟ ରେ ନୁଆଁଖାଇ ଭେଟଘାଟ ଆରମ୍ଭ ହୋଇଥିଲା l ତାପରେ ସମସ୍ତେ ନୁଆଁ ଖାଇ କି ଜୁହାର ଭେଟ ହୋଇଥିଲେ l ପୂଜା ରେ ଜୁହାର ପରିବାର ର ସଭାପତି ଅଶୋକ କୁମାର ମେହେର ସହଧର୍ମିଣୀ ଗୀତାଞ୍ଜଳି ମେହେର ଙ୍କ ସହ କର୍ତ୍ତା ହୋଇଥିଲେ  l ଅପରାହ୍ନ ରେ ରୁମକୁଝୁମନା ସୁବର୍ଣ୍ଣପୁର ତରଫରୁ ସଂସୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଜୁହାର ପରିବାରର ଅନ୍ତେବାସୀଙ୍କ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଭଗନେଇଥିଲେ  l ଆମନ୍ତ୍ରିତ ଅତିଥି ଗଣ ଆସିଲା ପରେ  l ରଙ୍ଗବତୀ ଗୀତର ତାଳରେ ସମସ୍ତେ ନାଚିବାରେ ମସଗୁଲ ଥିଲେ l ଶ୍ରୀଯୁକ୍ତ ବିଭୁତି ଭୂଷଣ ପଟ୍ଟନାୟକ ମୁଖ୍ୟ ଅତିଥି , ଓଡିଶା ସରକାର ଙ୍କ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ , ଜଗତସିଂପୁର ସାଂସଦ ଶ୍ରୀ ବିଭୂପ୍ରସାଦ ତରାଇ , ଏସ ପି ଶ୍ରୀ ଭବାନୀ ଶଙ୍କର ଉଦଗାତା , 
ଇ ଫ୍ କୋ ପରିଚାଳନା ମୁଖ୍ୟ ଶ୍ରୀ ପି କେ ମହାପାତ୍ର , ପି ପି ଏଲ  ସିଏମଓ &. ପରିଚାଳନା ମୁଖ୍ୟ ଶ୍ରୀ ପି ସାମୀ ଭି ସ୍ୱାମୀ , ସି ଆଇ ଏସ ଏଫ କମାଣ୍ଡାଣ୍ଟ ଅଃକ୍ଷାନ୍ତ  ପଟେଲ , କୋଷ୍ଟ guard ଡ଼ିଆଇଜି ସଞ୍ଜୟ ନେଗୀ , ସି ଏଫ ଓ , ପି ପି ଏ ଶ୍ରୀ ଡି ଏନ ସୋନଧି , ପି ପି ଏଲ ଏବଂ ଇ ଫ କୋ ର ୟୁନିଅନ କାର୍ଯ୍ୟକର୍ତା ଯୋଗଦାନ କରିଥିଲେ ।ସଭାକୁ ଡ଼ ହେମନ୍ତ ମେହେର (ସାଧାରଣ ସମ୍ପାଦକ ) ଏବଂ ଅଶୋକ କୁମାର ମେହେର (ସଭାପତି) ପରିଚାଳନା କରିଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦେଶକ ଶାଶ୍ୱତ କୁମାର ତ୍ରିପାଠୀ ଙ୍କୁ ସମ୍ମର୍ଦ୍ଧିତ କରାଯାଇଥିଲା । ଶାଶ୍ୱତ କୁମାର ତ୍ରିପାଠୀ,ସୌଭାଗ୍ୟଲଷ୍ମୀ ଦାଶ,ଟୁଇଙ୍କିଲ ମହାପାତ୍ର ଏବଂ ଶାନ୍ତନୁ ମୁନ୍ନା ରୁମକୁଝୁମନା ଦଳ ସହ ସଂସୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ । ଶାଶ୍ୱତ ସମ୍ବଲପୁରୀ ଗୁଚ୍ଛା ମାଧ୍ୟମ ରେ ପଶ୍ଚିମ ଓଡିଶା ର ଲୋକ ପରମ୍ପରା ଲୋକ ଗୀତ ନୃତ୍ୟ କୁ ସୁନ୍ଦର ଢଙ୍ଗରେ ପ୍ରସ୍ତୁତ କରି ଲୋକପ୍ରିୟତା ହାସଲ କରିଥିଲ।। ସୁଦାମ ବିଶି ମଧ୍ୟ କଂସ ଭୂମିକା ରେ ରହି ଦର୍ଶକ ଙ୍କୁ ଅକର୍ଷିତ କରିଥିଲେ । ଅଭିନେତ୍ରୀ ସସ୍ମିତା ପରାମଗୁରୁ କାର୍ଯକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like