-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପତିତ ପାବନ ଏକାଡେମୀ ହୀରକ ଜୟନ୍ତୀ ପାଇଁ ପ୍ରସ୍ତୁତି ଜୋରଦାର୍, ଲୋଗୋ ଉନ୍ମୋଚନ ସହିତ ସ୍କୁଲ ଛାତ୍ର ମାନଙ୍କୁ ନେଇ କ୍ରୀଡା ଓ ବିଭିନ୍ନ ପ୍ରତିଯୋଗିତା

05-Nov-2024



ବଲାଙ୍ଗୀର(ପ୍ରେରଣା ଖବର):  ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ବଲାଙ୍ଗୀର ପତିତପାବନ ଏକାଡେମୀର ହୀରକ ଜୟନ୍ତୀ ସମାରୋହ ପାଳନ ହେବ l ଏହି ଅବସରରେ ଆଜି ସନ୍ଧ୍ୟାରେ ସ୍କୁଲ ପରିସରରେ ବଲାଙ୍ଗୀର ପତିତପାବନ ଏକାଡେମୀ ହୀରକ ଜୟନ୍ତୀ ସମାରୋହର ଲୋଗୋ ଉନ୍ମୋଚିତ ହୋଇଯାଇଛି l ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟ ଅତିଥି ଭାବେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ଉମାବଲ୍ଳଭ ମହାପାତ୍ର ଯୋଗ ଦେଇ ଛାତ୍ର ମାନଙ୍କୁ ଶୃଙ୍ଖଳିତ ଜୀବନ ସହିତ ଜୀବନ ରେ ଧେର୍ଯ୍ୟହରl  ନହୋଇ

ନିଜର ଲକ୍ଷ୍ୟସ୍ଥଳକୁ ଆଗେଇ ଯିବାକୁ ପରାମର୍ଶ ଦେଇଥିଲେ l ବରେଣ୍ୟ ଅତିଥି ଭାବେ ପି. ପି.ଏକାଡେମୀ ର ପୂର୍ବତନ ଶିକ୍ଷକ ଶରତ ଚନ୍ଦ୍ର ଦୀକ୍ଷିତ, ବଲାଙ୍ଗୀର ଡି.ଇ.ଓ ଧୃବ ଚରଣ ବେହେରା ମଞ୍ଚାସୀନ ରହି ସ୍କୁଲ ଓ ଶିକ୍ଷାଦାନକୁ ନେଇ ଅତୀତର ସ୍ମୃତି ବଖାଣି ଥିଲେ l ପପି  ଏକାଡେମୀ ଶିକ୍ଷାଦାନ ଓ ଶୃଙ୍ଖଳା କ୍ଷେତ୍ରରେ ଏକ ଅଗ୍ରଣୀ ସ୍କୁଲ ଅଟେ ବୋଲି ଅତିଥି ମାନେ ମତ ଦେଇଥିଲେ l ସ୍କୁଲର ପ୍ରଧାନ ଶିକ୍ଷକ ସିନୁସୁନ୍ଦର ପାଢୀ ସଭାକୁ ସଂଯୋଜନା କରିଥିଲେ l ଲୋଗୋ ର ପ୍ରସ୍ତୁତକର୍ତ୍ତା ଚିତ୍ରଶିଳ୍ପୀ ଶେଖର ସେଠ୍  ଲୋଗୋ ପଛ ରେ ରହିଥିବା ବିଷୟବସ୍ତୁ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ସଭା ପ୍ରାରମ୍ଭରେ ପୁରାତନ ଛାତ୍ର ଶଶୀଭୂଷଣ ପୁରୋହିତ ସ୍ୱାଗତ୍ ଭାଷଣ ପ୍ରଦାନ କରିଥିବା ବେଳେ ଜୁବୁଲି କମିଟିର କୋଷାଧ୍ୟକ୍ଷ ଦତ୍ତlନନ୍ଦ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ପରେ ସ୍କୁଲ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l
ଆସନ୍ତା ଦିନରେ ହୀରକ ଜୟନ୍ତୀ କମିଟି ପକ୍ଷରୁ ଅନୁଷ୍ଠିତ

ହେବାକୁ ଥିବା ସ୍କୁଲସ୍ତରୀୟ କ୍ରୀଡା, ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଉପରେ ବିସ୍ତୃତ ସୂଚନା ଦିଆଯାଇ ଥିଲା l  ସ୍କୁଲର ପ୍ରତିଷ୍ଠାତା ଚକ୍ରଧର ପଣ୍ଡାଙ୍କ ଜନ୍ମ ଦିନରେ ମିନି ମାରାଥନ୍ ଆୟୋଜନ ଉପରେ ସୂଚନା ଦେଇଥିଲେ l ଏହି ସଭାରେ ସ୍କୁଲର ପ୍ରତିଷ୍ଠାତା ଚକ୍ରଧର ପଣ୍ଡାଙ୍କ  ପୁତ୍ର ସନ୍ତୋଷ ପଣ୍ଡା,ପୁତ୍ରବଧୂ ପଙ୍କଜିନୀ ପଣ୍ଡା,ପୂର୍ବତନ ଶିକ୍ଷକ ବିବେକାନନ୍ଦ ମିଶ୍ର, ରଘୁନାଥ ମିଶ୍ର, ସ୍କୁଲର ଶତାଧିକ ଛାତ୍ର, ପୂରାତନ ଛାତ୍ର ଓ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like