-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଭୀମପାହାଡ ମହୋତ୍ସବର ଚତୁର୍ଥ ସଂନ୍ଧ୍ୟା, ଭୀମଡୁଙ୍ଗୁରୀରେ ସ୍ୱାଧିନତା ସଂଗ୍ରାମର ବୀରଗାଥା ରହିଛି-ସାଂସଦ ନିରଞ୍ଜନ

05-Nov-2024



ବଲାଙ୍ଗୀର/ଦେଓଗାଁ(ପ୍ରେରଣା ଖବର)-ଭୀମଡୁଙ୍ଗୁରୀରେ ସ୍ୱାଧିନତାସଂଗ୍ରାମର ବୀରଗାଥା ରହିଛି । ଏହି ପାହାଡରେ କନ୍ଧମେଳିର ଧରମସିଂ ମାଝୀମାନଧାତା,ରେଣ୍ଡୋମାଝୀ,ଚକରା ବିଶୋଇ,ମଢକର ସାଏଙ୍କ ଭଳି ସଂଗ୍ରାମୀଙ୍କ ବୀରଗାଥା ରହିଛି । ଭୀମଡୁଙ୍ଗୁôରୀରେ ପରିବେଶ ସାଙ୍ଗକୁ ଐତିହ୍ୟ ଭରିରହିଛି ତେଣୁ ଏହାର ସଂରକ୍ଷଣ ଓ ସର୍ବେକ୍ଷଣର ଆବଶ୍ୟକତା ରହିଛି  ବୋଲି ଭୀମପାହାଡ ମହୋତ୍ସବର ଚତୁର୍ଥସଂଧ୍ୟାରେ ମୁଖ୍ୟଅତିଥି ଭାବରେ ଯୋଗଦେଇଥିବା ରାଜ୍ୟସଭା ସାଂସଦ ନିରଂଜନ ବିଶି କହିଛନ୍ତି । ସେ ଏହି ଅବସରରେ ଏଠାରେ ସର୍ବେକ୍ଷଣ ପାଇଁ କେନ୍ଦ୍ରପ୍ରତ୍ନତତ୍ୱବିଭାଗ, ଆଦିବାସୀ କଲ୍ୟାଣମନ୍ତ୍ରଣାଳୟ ଓ

ଜଙ୍ଗଲ ,ପରିବେଶ ବିଭାଗ ସହିତ ଆଲୋଚନା କରି ନୂତନ ପ୍ରକଲ୍ପ ଅଣାଯିବ ବୋଲି ମଧ୍ୟ କହିଥିଲେ । ଠିକ ସେହିପରି ମହୋତ୍ସବ ପେଣ୍ଡାଲ ପାଇଁ ୧୦ଲକ୍ଷ ଟଙ୍କା ମଧ୍ୟ ମଞ୍ଜୁର କରା ଯିବ ବୋଲି ପ୍ରତିଶୃତି ଦେଇଥିଲେ । କମିଟୀ ସଭାପତି ପ୍ରମୋଦ କୁମାର ବହିଦାରଙ୍କ  ସଭାପତିତ୍ୱରେ ଅନୁଷ୍ଠିତ ସଭା କାର୍ଯ୍ୟରେ ମହୋତ୍ସବ କମିଟୀର ଆବାହକ ଲକ୍ଷ୍ମଣ କୁମାର ମେହେର ଅତିଥି ପରିଚୟ ପ୍ରଦାନ ତଥା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।  ଡ. ସନ୍ଧ୍ୟାରାଣୀ ସାହୁ ଓ ମମତା ସିଂ ନିନାଙ୍କୁ ଭୀମପାହାଡ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ସେହିପରି ପୂର୍ବତନ ବ୍ଲକଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ସରପଞ୍ଚରବିନ୍ଦ୍ର ପଧାନ, ଭଗବତୀ କୁଅଁର , ପୂର୍ବତନ ସମିତି ସଭ୍ୟ ଶୁଶିଳ କୁମାର ଚାନ୍ଦ,ମେଣ୍ଡାର ବାରପାହାଢ ମହୋତ୍ସବ କମିଟିକୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ  ବଲାଙ୍ଗିରର ଦୁଲଦୁଲି କଳାପରିଷଦ , ତୁଷୁରାର କୃଷ୍ଣପ୍ରୀୟା କଳାପରିଷଦ ସାନ ଓ ବଡ ଙ୍କ ଦ୍ୱାରା ଘୁଡୁକା ନୃତ୍ୟ, ସଇଁନ୍ତଲା

ବ୍ଲକ କୁମ୍ଭାରୀର ଡକା ନୃତ୍ୟ ପ୍ରଦର୍ଶିତ ହୋଇଥିଲା । ପ୍ରତ୍ୟହ ରବିନ୍ଦ୍ର ସାହୁ ଓ ସାଥିଙ୍କ ଦ୍ୱାରା କଂସ ଦରବାର , ୨୪ ପ୍ରହରୀ ନାମଯଜ୍ଞ ଓ ମିନାବଜାର ମୂଖ୍ୟ ଆକର୍ଷଣ ସାଜିଛି । କାର୍ଯ୍ୟକ୍ରମକୁ ମହୋତ୍ସବ କମିଟୀର ମୂଖ୍ୟଉପଦେଷ୍ଟା ଶୈଳେନ୍ଦ୍ର କୁମାର ସାହୁ, ସମ୍ପାଦକ ଗୋବର୍ଦ୍ଧନ ସାହୁ, କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ ତଥା ଗିରିଗୋବର୍ଦ୍ଧନ ପୂଜା ପରିଚାଳନା କମିଟୀ ତଥା ସ୍ଥାନୀୟ ଅଞ୍ଚଳବାସୀ ସହଯୋଗ କରୁଛନ୍ତି ।ମହୋତ୍ସବରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଲୋକଙ୍କ ସମାଗମ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like