-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଦୁରଦୁରା ମହାନଦୀ ଘାଟରୁ ବାଲି ଚୋରା ଚାଲାଣକୁ କେନ୍ଦ୍ର କରି ଗଣ୍ଡଗୋଳ - ଥାନାରେ ମାମଲା  ୪ ହୱା  ଜବତ

06-Nov-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ) :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ପିତାମହୁଲ  ପଞ୍ଚୟତର ଅନ୍ତର୍ଗତ ଦୁରଦୁରା ମହାନଦୀ ଘାଟରୁ ବିମ୍ବିତ ରାତ୍ରୀ ସମୟରେ ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିଲା। ଏନେଇ ସୁବଳୟା ପୁଲିସ ଘଟଣାର ସ୍ଥଳରେ ପହଞ୍ଚି ୪ ହୱା ଜବତ କରିବା ସହ ବାଲି ଉଠାଣ କୁ ବନ୍ଦ କରିଥିଲା। ଫଲରେ  ଶରତ ପ୍ରଧାନ ଓ ବାଲି ଟେଣ୍ଡର ପାଇଥିବା ରଞ୍ଜିତ ଜେନା ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଏଥିରେ ଜେନା ଙ୍କୁ ହତ୍ୟା ଧମକ ଦେବା ସହ ଅସ୍ଲୃଲ ଭାଷାରେ ଗାଳିଗୁଲଜ କରିଥିଲେ। ଏବଂ ତାଙ୍କ ବେକରୁ ସୁନା ଚେନ ସହ ନଗଦ ୭୫୪୦ ଟଙ୍କା ନେଇ ଥିବା ସୁବଳୟା ଥାନା ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ସୁବଳୟା ଥାନା କେସ ନମ୍ବର ୨୩୨ ରେ ଏକ ମାମଲା ରୁଜୁ ହୋଇଛି। ଶ୍ରୀ ଜେନାଙ୍କ କହିବା ଅନୁଯାୟୀ , ସ୍ଥାନୀୟ ପୁଲିସକୁ ଉକ୍ତ ବିଷୟରେ ଖବର ଦେଇଥିଲି।‌ ଥାନା ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ ଉକ୍ତ ସ୍ଥାନରେ ପହଞ୍ଚି ବାଲି ଚୋରାଚାଲାଣ ବନ୍ଦ କରିଥିବା ବେଳେ ଅତି ସରଳାତା ସହ ସମସ୍ତ ଗାଡି ଗୁଡ଼ିକ ଛାଡ଼ିଦେଇ ଥିଲେ। ଏବଂ ବାଧ୍ୟ ହୋଇ ଶ୍ରୀଜେନା ସ୍ଥାନୀୟ ବିଧାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସହାୟତା ନେଇଥିଲେ। ଏସପି ଙ୍କ ନିର୍ଦ୍ଦେଶନକ୍ରମେ ତୁରନ୍ତ ଥାନା ଅଧିକାରୀ ସମସ୍ତ ଗାଡି ଜବତ କରି ଥାନା କୁ ଆଣିଥିଲେ। ଦୀର୍ଘ ଦୁଇ ଦିନ ପରେ କେସ ପଞ୍ଜିକରଣ କରିଥିଲେ। ତୁରନ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଓ ଖଣି ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେଇ ସମାଧାନ କରିବାକୁ ଦାବି ହେଉଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like