-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ସହିଦ ସ୍ମୃତି ଭାଷା ଗୌରବ ସମ୍ମାନ

06-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) :  ରକ୍ତତୀର୍ଥ ଭାବରେ ପରିଚିତ ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ସହିଦ ସ୍ମୃତି ପୀଠଠାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳର  ପ୍ରତିଭା ସମ୍ପନ୍ନ ଯୁବକବି ଶୁଭ୍ରାଂଶୁ ଶେଖର ପାଢ଼ୀ ସମ୍ବର୍ଦ୍ଧିତ ହୋଇଛନ୍ତି । ପ୍ରାପ୍ତ ବିବରଣୀରୁ ପ୍ରକାଶ ଯେ ପାପଡାହାଣ୍ଡିସ୍ଥିତ ତୂରୀ ନଦୀ କୂଳରେ ଥିବା ସହିଦ ସ୍ମୃତି ପୀଠଠାରେ ଓଡ଼ିଶାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦ ଆନୁକୁଲ୍ୟରେ ଶହୀଦ ସ୍ମୃତି  ସାରସ୍ଵତ ସସମାରୋହ ମହା ଆଡ଼ମ୍ବରରେ ଆୟୋଜନ କରିଛି । ଅନୁଷ୍ଠାନର ସଭାପତି କିଶୋର ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ତଥା ଓଡ଼ିଶା ଶହୀଦ ପରିବାର ରାଜ୍ୟ କାର୍ଯ୍ୟକାରୀ ସଭାପତି  ମନୋରଞ୍ଜନ ତ୍ରିପାଠୀଙ୍କ ପୃଷ୍ଠପୋଷକତାରେ ଅନୁଷ୍ଠିତ ଉକ୍ତ ସମାରୋହରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ଶେଖର ପାଢ଼ୀ ମଞ୍ଚ ପରିଚାଳନା କରିଥିବା ବେଳେ ଡାବୁଗାଁ ବିଧାୟକ  ମନୋହର ରନ୍ଧାରୀ ଏବଂ ପୂର୍ବତନ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ମାଝୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ସେହିପରି ପପଡାହାଣ୍ଡି ବ୍ଲକ ଅଧ୍ୟକ୍ଷା  ହେମଲତା ମାଝୀ, ନବରଙ୍ଗପୁର ବିଡ଼ିଓ  କପିଳ ଦେବ ସାହୁ, ସମାଜ ସେବୀ ସ୍ଵାଧୀନ ପଟ୍ଟନାୟକ, ନବରଙ୍ଗପୁର ପବ୍ଲିକ ସ୍କୁଲର ଅଧ୍ୟକ୍ଷା  ସ୍ୱର୍ଣ୍ଣଲତା ପଟ୍ଟନାୟକ, ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ନୁରାବତୀ ସାହୁ, ଉପଦେଷ୍ଟା କିଶୋର ଚନ୍ଦ୍ର ତ୍ରିପାଠୀ, ମୁଖ୍ୟ ପରିଚାଳକ ନରସିଂହ ପ୍ରସାଦ ନାୟକ, ରାଜ୍ୟ ସଂଯୋଜକ ରାଜେନ୍ଦ୍ର କୁମାର ଦୂରିଆ, ଆନ୍ତର୍ଜାତୀୟ ସଂଯୋଜକ ସମୀର କୁମାର ମହାପାତ୍ର, ରାଜ୍ୟ ପର୍ଯ୍ୟବେକ୍ଷକ ମୋହନ କୁମାର ଭଟ୍ଟ ପ୍ରମୁଖ ମଞ୍ଚାସିନ ଥିଲେ । କାର୍ଯ୍ୟକାରୀ ସଭାପତି ଗୋଦାବରୀଶ ଦାସ ବିବରଣୀ ପଠନ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶହୀଦ ସ୍ତମ୍ଭ ନିକଟରେ ମଶାଲ ଜାଳି ସଭା ଉଦ୍ଘାଟନ କରା ଯାଇଥିଲା । ଏହି ଅବସରରେ ବୀରମହାରାଜପୁର ଅଞ୍ଚଳର ପ୍ରତିଷ୍ଠିତ ଯୁବକବି ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ସହୀଦ ସ୍ମୃତି ଭାଷା ଗୌରବ ସମ୍ମାନ ଓ ଦେଶପ୍ରେମୀ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like