ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ):  ସାମ୍ବାଦିକକୁ ଆକ୍ରମଣ ଯୋଗୁଁ  ସାରା ରାଜ୍ୟର ସାମ୍ବାଦିକ ସଂଘ ନିନ୍ଦା କରିଛି ଓ ଗତକାଲି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଧାରଣ ଓ ଦାବିପତ୍ର ଦିଆଯାଇଛି।ନ୍ୟୁଜ-7ର ଜିଲ୍ଲା ପ୍ରତିନିଧି ତଥା ଏସ୍.ୟୁ.ଜେ ର ଜିଲ୍ଲା ସଭାପତି ଧୀରେନ୍ଦ୍ର ଦାନୀ ଗତ ୧ ତାରିଖରେ ଖବର ସଂଗ୍ରହ ପାଇଁ ସୋନପୁର ବ୍ଳକକୁ ଯାଇ ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ ଦ୍ଵାରା ଆକ୍ରମଣର ଶିକାର ହୋଇ ରକ୍ତାକ୍ତ ଅବସ୍ଥାରେ ଥାନାକୁ ଯାଇ ବିଡ଼ିଓ ର ନାଁ ରେ ଏତଲା ଦେଇଥିଲେ।କିନ୍ତୁ ଆଜିକୁ ୪ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଡ଼ିଓ କୁ ଗିରଫ କରିନି ସୋନପୁର ପୋଲିସ। ଏପର୍ଯ୍ୟନ୍ତ ବିଡ଼ିଓ କୁ ସୋନପୁର ପୋଲିସ ଗିରଫ କରିନାହିଁ କାହିକି? ନ୍ୟୁଜ7 ପ୍ରତିନିଧିଙ୍କୁ ମାଡ଼ ମାରିଥିବା ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ ଏବେ କୋଉଠି ଲୁକିକି ଅଛନ୍ତି।କୋଉ ଆଇନ ବଳରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ସୋନପୁର ପୋଲିସ ଏକତରଫା ରାତି ଉଠାଇ କୋର୍ଟ ଚାଲାଣ କରିଥିଲା ପୋଲିସ ? କୁଆଡେ଼ ଗଲେ ବିଡ଼ିଓ ? ବିଡ଼ିଓ କେବେ ଗିରଫ ହେବେ ? ସେଥିପାଇଁ ଅତିଶୀଘ୍ର ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ କୁ ଗିରଫ ଓ ତାଙ୍କୁ ଚାକିରୀରୁ ବହିଷ୍କାର କରି କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍.ୟୁ.ଜେ ଦାବି କରିଛି। ଅତିଶୀଘ୍ର ବିଡିଓକୁ ଗିରଫ କରାନଗଲେ ସାରା ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଏସ୍.ୟୁ.ଜେ କହିଛି।ଦେଖିବାକୁ ବାକି ରହିଲା ସୋନପୁର ପୋଲିସ କେବେ ବିଡିଓକୁ ଗିରଫ କରୁଛି? "/>

-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ରାଜ୍ୟ

ସାମ୍ବାଦିକଙ୍କ ଉପରେ ଆକ୍ରମଣ କରିଥିବା ବିଡ଼ିଓ ଙ୍କୁ ଗିରଫ ଦାବି କଲେ ରାଜ୍ୟ ସାମ୍ବାଦିକ ସଂଘ

06-Nov-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ):  ସାମ୍ବାଦିକକୁ ଆକ୍ରମଣ ଯୋଗୁଁ  ସାରା ରାଜ୍ୟର ସାମ୍ବାଦିକ ସଂଘ ନିନ୍ଦା କରିଛି ଓ ଗତକାଲି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଧାରଣ ଓ ଦାବିପତ୍ର ଦିଆଯାଇଛି।ନ୍ୟୁଜ-7ର ଜିଲ୍ଲା ପ୍ରତିନିଧି ତଥା ଏସ୍.ୟୁ.ଜେ ର ଜିଲ୍ଲା ସଭାପତି ଧୀରେନ୍ଦ୍ର ଦାନୀ ଗତ ୧ ତାରିଖରେ ଖବର ସଂଗ୍ରହ ପାଇଁ ସୋନପୁର ବ୍ଳକକୁ ଯାଇ ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ ଦ୍ଵାରା ଆକ୍ରମଣର ଶିକାର ହୋଇ ରକ୍ତାକ୍ତ ଅବସ୍ଥାରେ ଥାନାକୁ ଯାଇ ବିଡ଼ିଓ ର ନାଁ ରେ ଏତଲା ଦେଇଥିଲେ।କିନ୍ତୁ ଆଜିକୁ ୪ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଡ଼ିଓ କୁ ଗିରଫ କରିନି ସୋନପୁର ପୋଲିସ। ଏପର୍ଯ୍ୟନ୍ତ ବିଡ଼ିଓ କୁ ସୋନପୁର ପୋଲିସ ଗିରଫ କରିନାହିଁ କାହିକି? ନ୍ୟୁଜ7 ପ୍ରତିନିଧିଙ୍କୁ ମାଡ଼ ମାରିଥିବା ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ ଏବେ କୋଉଠି ଲୁକିକି ଅଛନ୍ତି।କୋଉ ଆଇନ ବଳରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ସୋନପୁର ପୋଲିସ ଏକତରଫା ରାତି ଉଠାଇ କୋର୍ଟ ଚାଲାଣ କରିଥିଲା ପୋଲିସ ? କୁଆଡେ଼ ଗଲେ ବିଡ଼ିଓ ? ବିଡ଼ିଓ କେବେ ଗିରଫ ହେବେ ? ସେଥିପାଇଁ ଅତିଶୀଘ୍ର ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ କୁ ଗିରଫ ଓ ତାଙ୍କୁ ଚାକିରୀରୁ ବହିଷ୍କାର କରି କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍.ୟୁ.ଜେ ଦାବି କରିଛି। ଅତିଶୀଘ୍ର ବିଡିଓକୁ ଗିରଫ କରାନଗଲେ ସାରା ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଏସ୍.ୟୁ.ଜେ କହିଛି।ଦେଖିବାକୁ ବାକି ରହିଲା ସୋନପୁର ପୋଲିସ କେବେ ବିଡିଓକୁ ଗିରଫ କରୁଛି?


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like