-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ଠାରେ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା

06-Nov-2024



ବଲାଙ୍ଗୀର (ପ୍ରେରଣା ଖବର):  ସ୍ଥନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଶ୍ରୀ ସୁରେନ୍ଦ୍ର ଘିଭେଲାଙ୍କୁ ନେଇ ସେବା ନିବୃତ୍ତ ସମ୍ବର୍ଧନା ସଭା ଅନୁଷ୍ଠିତ ହୋଯାଇଅଛି | ଦୀର୍ଘ ୩୮ ବର୍ଷ ଧରି ସେ ରାତ୍ର ଜଗୁଆଳି ଭାବେ ନିଜର କର୍ମମୟ ଜୀବନ ଏହି ମହାବିଦ୍ୟାଳୟରେ ଦେଇ ଥିବାରୁ ସମସ୍ତ କର୍ମଚାରୀ ତାଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ | ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠତ ଏହି ସଭାରେ ଘିଭେଲାଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ ସହ ଅବଶିଷ୍ଟ ଜୀବନ ସୁଖ ଓ ଆନନ୍ଦମୟ ହେଉ ବୋଲି କାମନା କରିଥିଲେ | ସହକାରୀ ପ୍ରଫେସର ଡ଼. କୌତୁକ ପନ୍ଦର ମାନପତ୍ର ପାଠ କରିଥିଲେ | ଅଧ୍ୟାପକ ହୃଷୀକେଶ ଦାସ, ଡ଼. ଅଶୋକ କୁମାର ମହାରଣା ଓ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ତଥା କର୍ମଚାରୀମାନେ ସୁରେନ୍ଦ୍ରଙ୍କ ସହ ବିତିଥିବା କଥାଗୁଡ଼ିକୁ ମନେ ପକାଇଥିଲେ | ଡ଼. ଅଶୋକ କୁମାର ମହାରଣା ଧନ୍ୟବାଦ୍ ଦେଇଥିବା ବେଳେ, ସହକାରୀ ପ୍ରଫେସର୍ ପୀତବାସ ଭୋଇ, ଡ଼. ଅମୃତ ସିଂ ବରିହା, ବନ୍ଦନା ବାର୍, ଡ଼. ରମଣୀ ନାଏକ, ଡ଼. ମଧୁସ୍ମିତା ମିଶ୍ର ,  ସରୋଜ ସାହୁ, ଦିବ୍ୟା ମହାନ୍ତି, ପୁରୁଷୋତ୍ତମ କିସାନ୍, ବିଶ୍ବଭୂଷଣ ବିଶ୍ଵାଳ, କମଳାକାନ୍ତ କରାଳି, ଆଶୀର୍ବାଦ ସାହୁ, ମଚିନ୍ ସାହୁ, ସ୍ୱୟଂପ୍ରଭା ମହାପାତ୍ର ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like