-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ଆକ୍ରମଣର ପ୍ରତିବାଦ ସହ ବିଡ଼ିଓଙ୍କୁ ଗିରଫ ଦାବି କଲା ଏସୟୁଜେ

06-Nov-2024



ସୁବର୍ଣ୍ଣପୁର :-(ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ରାଜ୍ୟ ଏସୟୁଜେ ସଂଗଠନ ସାମ୍ବାଦିକଙ୍କୁ ଆକ୍ରମଣ ର ପ୍ରତିବାଦ ଓ ଗିରଫ ଦାବୀ କରିଛି। ଏ ଘଟଣାକୁ ଏସୟୁଜେ ର ସାରା ରାଜ୍ୟର ସାମ୍ବାଦିକ ନିନ୍ଦା କରିବା ସହିତ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଧାରଣ ଦିଆଯିବା ସହ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ଦିଆଯାଇଛି। ନ୍ୟୁଜ ୭ ର ଜିଲ୍ଲା ପ୍ରତିନିଧି ତଥା ଏସ୍.ୟୁ.ଜେ ର ଜିଲ୍ଲା ସଭାପତି ଧୀରେନ୍ଦ୍ର ଦାନୀ ଗତ ୧ ତାରିଖରେ କୌଣସି ଏକ ବିଷୟରେ ସୋନପୁର ବିଡ଼ିଓ ଙ୍କ ସହ ବ୍ଲକ୍ ଅଫିସରେ ଆଲୋଚନା ବେଳେ ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁ ଙ୍କ  ସହ ହାତାହାତି ଘଟଣା ରେ  ଆକ୍ରମଣର ଶିକାର ହୋଇ ରକ୍ତାକ୍ତ ଅବସ୍ଥାରେ ଧିରେନ୍ଦ୍ର ଦାନୀ ଥାନାକୁ ଯାଇ ବିଡ଼ିଓ  ନାଁ ରେ ଏତଲା ଦେଇଥିଲେ। କିନ୍ତୁ ଆଜିକୁ ୪ ଦିନ ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଡ଼ିଓକୁ କାହିଁକି ଗିରଫ କରିନି ସୋନପୁର ପୋଲିସ ବୋଲି ପ୍ରଶ୍ନ କରିଛି ସଙ୍ଘ। କୋଉ ଆଇନ ବଳରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ସୋନପୁର ପୋଲିସ ଏକତରଫା ରାତି ଅଧିଆ କୋର୍ଟ ଚାଲାଣ କରିଥିଲା ପୋଲିସ ? କୁଆଡେ଼ ଗଲେ ବିଡ଼ିଓ ? ବିଡ଼ିଓ କେବେ ଗିରଫ ହେବେ ? ଅତିଶୀଘ୍ର ବିଡ଼ିଓ ସୈମ୍ୟରଞ୍ଜନ ସ୍ଵାଇଁଙ୍କୁ ଗିରଫ ଓ ତାଙ୍କୁ ଚାକିରୀରୁ ବହିଷ୍କାର କରି କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍.ୟୁ.ଜେ ଦାବି କରିଛି। ଅତି ଶୀଘ୍ର ବିଡିଓକୁ ଗିରଫ କରାନଗଲେ ସାରା ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଆଜି ଧାରଣାରେ ଉପସ୍ଥିତ ଏସ୍.ୟୁ.ଜେ ର ବିଭିନ୍ନ ଜିଲ୍ଲା ର କର୍ମକର୍ତ୍ତା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like