-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ରାଣୀପୁର ଝରିଆଲ ରେ ବିଶୁଦ୍ଧ ପାନୀୟଜଳ (ଅମୃତ ଧାରା) ଲୋକାର୍ପଣ କଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

06-Nov-2024



ବଙ୍ଗୋମୁଣ୍ଡା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ର ସର୍ବ ପୁରାତନ ତଥା ଦେଶର ଅନନ୍ୟ ପ୍ରାକ୍ ଐତିହାସିକ ସ୍ଥଳୀ ରାଣୀପୁର ଝରିଆଲ ରେ ବିଶୁଦ୍ଧ ପାନୀୟଜଳ (ଅମୃତ ଧାରା) ଲୋକାର୍ପଣ ହୋଇଯାଇଛି। ଷଷ୍ଠ ରୁ ନବମ ଶତାବ୍ଦୀ ମଧ୍ୟରେ ନିର୍ମିତ ହୋଇଥିବା ଐତିହାସିକ ସ୍ଥଳୀ ରାଣୀପୁର ଝରିଆଲକୁ ବର୍ତ୍ତମାନ ପର୍ଯ୍ୟନ୍ତ ସାଧାରଣ ମୌଳିକ ସୁବିଧା ଯୋଗାଇବାରେ ମଧ୍ୟ ପୂର୍ବ ସମସ୍ତ ସରକାର ବିଫଳ ମାରିଥିବା ବେଳେ । ଆଜି ମଙ୍ଗଳବାର ମୁଖ୍ୟ ଅତିଥି ଭାବେ ଯୋଗଦେଇ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ରାଣୀପୁର ଝରିଆଲରେ ବିଶୁଦ୍ଧ ପାନୀୟଜଳ (ଅମୃତ ଧାରା)ର ଲୋକାର୍ପଣ କରିଛନ୍ତି। ଶତାଧିକ ମହିଳା ଓ ଅଞ୍ଚଳର ଲୋକେ ସ୍ବାଗତ କରି ପାଛୋଟି ନେଇଥିଲେ ବିଧାୟକଙ୍କୁ ଓ ଅତି ଜରୁରୀ ଥିବା ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥାର ଶୁଭାରମ୍ଭ କରିଥିବାରୁ ଭୁୟସି ପ୍ରଶଂସା କରିଥିଲେ। ଝରିଆଲ ପଞ୍ଚାୟତ ସରପଞ୍ଚ ଭରଦ୍ୱାଜ ଗହୀର ଙ୍କ ପ୍ରଚେଷ୍ଟାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର୍ଷଣ ବେହେରା, ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ଚାନ୍ଦୋତରା ସରପଞ୍ଚ ଜିତେନ ବଛା, ଯୁବନେତା ଯୁବରାଜ ବାଗ, ଝଳପ ସରପଞ୍ଚ ଙ୍କ ସ୍ବାମୀ ଗୋବିନ୍ଦ ପୁଟେଲ, ଝରିଆଲ ସମିତି ସଭ୍ୟ ରାଜୁ ହାତୀ , ଭାଲୁମୁଣ୍ଡା ସରପଞ୍ଚ ବସନ୍ତ ମେହେର, ଜିପିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ ବୁଡେକ, ଏଇଇ ଦେବ କୁମାର ପ୍ରଧାନ, ଜେଇ ପ୍ରଦ୍ୟୁମ୍ନ କୁମାର ସାହୁ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଝରିଆଲ ପଞ୍ଚାୟତ ଇଓ ସଙ୍କିର୍ତ୍ତନ ମାଝୀ, ଶ୍ରୀରାମ ସେନା ସଭାପତି ଧର୍ମାନନ୍ଦ ଯୁଏଡ, ବିଏଲସି ସତ୍ୟ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। ମୁକେଶ ବାଗ,

ହେମନ୍ତ ସାହୁ,ଯୌବନ ବାଗ, ପ୍ରତାପ ନିଆଳ, ଦିନେଶ ବାଗ , କୃଷ୍ଣ ଚନ୍ଦ୍ର ସାହୁ, ପହଲେଶ୍ବର ପୁଟେଲ, ସୁରଜ ସାହୁ , ମୁକେଶ ସାହୁ, ରୋହିତ ଜାନୀ, ସଞ୍ଜୁ ଭୋଇ , ଯୁଗଳ କିଶୋର ପୁଟେଲ ଙ୍କ ସହ ସତାଧିକ ମହିଳା ଓ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି ରାଣୀପୁର ଝରିଆଲ କୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ବିଶୁଦ୍ଧ ପାନୀୟଜଳ ର ଘୋର ଅସୁବିଧା ରହିଥିଲା ତେଣୁ ଏହି ଅମୃତ ଧାରା ଲୋକାର୍ପଣ ହେବାଦ୍ବାରା ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ବେଶ ସହାୟକ ହୋଇପାରିବ ବୋଲି ସ୍ଥାନୀୟ ଲୋକେ ଏଭଲି ପଦକ୍ଷେପ କୁ ସ୍ବାଗତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like